କରୋନା ଯୁଦ୍ଧରେ ସହଯୋଗର ହାତ ବଢାଇଥିଲେ ଇର୍ଫାନ !

ମୁମ୍ବାଇ: ବଲିଉଡ୍‌ର ନାମୀଦାମୀ କଳାକାର ଭିତରେ ଇର୍ଫାନ ଖାଁଙ୍କ ନାଁ ଥିଲା ଅନ୍ୟତମ। ଏପ୍ରିଏ ୨୯, ୨୦୨୦ରେ ତାଙ୍କର ପରଲୋକ ହୋଇଥିଲେ ମଧ୍ୟ ଏବେବି ସେ ଦର୍ଶକଙ୍କ ନିକଟରେ ଅଭୁଲା ହୋଇ ରହିଛନ୍ତି। କ୍ୟାନସରରେ ପୀଡ଼ିତ ଥାଇ ଖୁବ୍‌ କମ୍‌ ବୟସରେ ମୃତ୍ୟୁକୁ ଆପଣାଇ ନେଇଥିଲେ ଏହି କଳାକାର। ଏବେ କିନ୍ତୁ ତାଙ୍କର ଜଣେ ବନ୍ଧୁ କହିଛନ୍ତି ଶେଷ ସମୟରେ ସେ କରୋନା ଯୁଦ୍ଧରେ ସହଯୋଗର ହାତ ବଢାଇଛନ୍ତି। ସେ ଏଥିପାଇଁ ଆର୍ଥିକ ସହାୟତା କରିଥିଲେ ମଧ୍ୟ ଏକଥା କେଉଁଠି ପ୍ରକାଶ କରିବାକୁ ସମସ୍ତଙ୍କୁ ବାରଣ କରିଥିଲେ। ହେଲେ ତାଙ୍କ ବନ୍ଧୁ ଜିଲାଉଲ୍ଲାହ କହିଛନ୍ତି ଏହା ଇର୍ଫାନଙ୍କ ମହତ କାମ ହୋଇଥିବାରୁ ମୁଁ ଏହାକୁ ଲୋକ ଲୋଚନକୁ ଆଣିବାକୁ ଚେଷ୍ଟା କରିଛି। ଯଦି ସେ ବଞ୍ଚିଥାଆନ୍ତେ ତେବେ ସେ ଏହା କାହାକୁ ହୁଏତ କହି ନ ଥାଆନ୍ତେ। କିନ୍ତୁ ତାଙ୍କର ମୃତ୍ୟୁ ପରେ ଏହା କହିବା ଠିକ ହେବ ଭାବି ସେ ଇର୍ଫାନଙ୍କ ବଦାନ୍ୟତା କଥା ପ୍ରକାଶ କରି ଇର୍ଫାନଙ୍କୁ କ୍ଷମା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାମ୍ପିୟନ ଅଫ୍‌ ଚେଞ୍ଜ’ ସମ୍ମାନରେ ସମ୍ମାନୀତ ହେଲେ ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଫିଟନେସ୍‌ କୁଇନ ଶିଳ୍ପା ସେଟ୍ଟୀ କୁନ୍ଦ୍ରା ଓ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ‘ଚାମ୍ପିୟନ ଅଫ୍‌ ଚେଞ୍ଜ’ ପୁରସ୍କାର ୨୦୧୯ରେ ସମ୍ମାନୀତ...

ତମନ୍ନାଙ୍କ ଘରକୁ ପଶିଲା କରୋନା: ପୋଷ୍ଟ ଲେଖି ପ୍ରଶଂସକଙ୍କୁ କଲେ ଏଭଳି ନିବେଦନ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଭେଟେରାନ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ମାତାପିତା କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ପିତାମାତାଙ୍କଠାରେ କରୋନାଙ୍କର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା।...

ହରର୍‌ ଫିଲ୍ମ ‘ଛୋରୀ’ରେ ଦର୍ଶକଙ୍କୁ ଡରାଇବେ ନୁସରତ୍‌

ଅଭିନେତ୍ରୀ ନୁସରତ୍‌ ଭରୁଚା ହରର୍‌ ଫିଲ୍ମ ମାଧ୍ୟମରେ ଦର୍ଶକଙ୍କୁ ଡରାଇବା ପାଇଁ ରେଡ୍ଡି ହେଉଛନ୍ତି। ହରର ଫିଲ୍ମ ‘ଛୋରୀ’ରେ ତାଙ୍କୁ ପ୍ରମୁଖ ଚରିତ୍ରରେ ଦେଖିବାକୁ ମିଳିବ।...

ପ୍ରତିଦିନ ୧୬ କିଲୋମିଟର ଦୌଡୁ୍‌ଛନ୍ତି ଏହି ଅଭିନେତ୍ରୀ

କରୋନା ଯୋଗୁ ଏବେ ଫିଲ୍ମ ଶୁଟିଂ ବନ୍ଦ ରହିଛି। ଅଭିନେତ୍ରୀ ଏବଂ ଅଭିନେତାମାନେ ଲକ୍‌ଡାଉନରେ ଶରୀରୁ ଫିଟ୍‌ ରଖିବା ପାଇଁ ବିଭିିନ୍ନ ପ୍ରକାର ଉପାୟ ଅବଲମ୍ବନ...

ଅଚଳ ଚଳଚ୍ଚିତ୍ର ଜଗତ

ଓଡ଼ିଆ ଚଳଚ୍ଚିତ୍ର ଅବସ୍ଥା ଏବେ ସଙ୍ଗିନ ଆଡ଼କୁ ଗତିକରୁଛି। କେବଳ ଟିଭି ଚ୍ୟାନେଲଗୁଡ଼ିକ ନିଜ ନିଜର ଚଳଚ୍ଚିତ୍ର ମାଧ୍ୟମରେ ହୋହଲ୍ଲା ଜାରି ରଖିଛନ୍ତି। ଏପରି ଅଚଳ...

ଇଦ୍‌ରେ ରିଲିଜ୍‌ ହୋଇଥିବା ସଲମାନଙ୍କ ଫିଲ୍ମ କରେ ଭଲ ବ୍ୟବସାୟ

ମୁମ୍ବାଇ: ପ୍ରାୟ ପ୍ରତିବର୍ଷ ବଲିଉଡରେ ଇଦ୍‌ ଖାଲିଥାଏ ସଲମାନଙ୍କ ପାଇଁ। କାରଣ ସେ ଇଦ୍‌ରେ ଭେଟି ଦିଅନ୍ତି ଜବରଦସ୍ତ ଏଣ୍ଟଟେନମେଣ୍ଟ। ଏଥର ମଧ୍ୟ ସଲମାନଙ୍କ ଅଭିନୀତ...

ଆତ୍ମହତ୍ୟାର କିଛି ଘଣ୍ଟା ପୂର୍ବରୁ ଏହି ଭିଡିଓ ଶେୟାର କରିଥିଲେ ଟିକ୍‌ଟକ୍‌ ଗର୍ଲ ସିୟା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍‌ଠାରୁ ଆରମ୍ଭକରି ସାରା ଦେଶର ଲୋକଙ୍କୁ ଥରାଇ ଦେଇଛି। ତାଙ୍କ ମୃତ୍ୟୁକୁ ସପ୍ତାହେ ପରେ ହୋଇଥିଲେ...

ଅଭିନୟକୁ ନେଇ ନିଜକୁ ଭାଗ୍ୟବାନ ବୋଲି କହିଲେ ବାଦଶାହା

ମୁମ୍ବାଇ: ବଲିଉଡ୍‌ ଗାୟକ ବାଦ୍‌ଶାହା ଜଣେ ପରିଚିତ ଚେହେରା। ହେଲେ ସେ ଅଭିନୟ କରିବା ପରେ ନିଜକୁ ଜଣେ ଭାଗ୍ୟବାନ ବ୍ୟକ୍ତି ବୋଲି କହିଛନ୍ତି। ନିକଟରେ...

Coronavirus Update


Archives

Model This Week

Why Dharitri