କରୋନା ଯୁଦ୍ଧରେ ହାରିଗଲେ ୪ ମାସର ଶିଶୁ

ଥିରୁଭାନନ୍ତପୁରମ,୨୪।୪: କରୋନା ଭାଇରସରେ ସଂକ୍ରମିତ ହୋଇଥିଲେ କେରଳ କୋଜିକୋଡେ ଜିଲାର ୪ ମାସର ଶିଶୁ। ଏହି ଶିଶୁ ଶେଷରେ କରୋନା ଯୁଦ୍ଧରେ ହାରି ଯାଇଛନ୍ତି। ଶୁକ୍ରବାର ଶିଶୁଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରାଯାଇଛି। ଗତ ୨୨ ତାରିଖରେ ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କର ଚିକିତ୍ସା କରାଯାଉଥିଲା। ଏବେ ଶିଶୁଟିର ମାତାପିତାଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ରିପୋର୍ଟ ଆସି ନ ଥିବା ଜଣାପଡିଛି। ତେବେ ଶିଶୁଟି ଜନ୍ମରୁ ହୃଦରୋଗ ଓ କମ୍‌ ଓଜନ ଥିବା କହିଛନ୍ତି ଚିକିତ୍ସା କରୁଥିବା ଡାକ୍ତର। ସୂଚନାଯୋଗ୍ୟ, ଏବେସୁଦ୍ଧା କେରଳରେ ୪୪୭ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେଥିମଧ୍ୟରୁ ୩୨୪ ସୁସ୍ଥ ହୋଇ ସାରିଲେଣି ଓ ୪ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥ ଖଳାରେ କୋଭିଡ୍‌ ଗାଇଡ୍‌ଲାଇନ ସଚେତନତା

ପୁରୀ ଅଫିସ, ୯।୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣକୁ ନେଇ ଯେଉଁ ଅନିଶ୍ଚିତତା ଲାଗି ରହିଥିଲା ତାହା ଦୂର ହୋଇଛି। କେନ୍ଦ୍ର ସରକାରଙ୍କଠାରୁ...

୨ ଦିନରେ ଉହାନରେ ୨୫ ଲକ୍ଷ ଲୋକଙ୍କ କରୋନା ପରୀକ୍ଷା

ବେଜିଂ,୨୪।୫: କରୋନା ସଂକ୍ରମଣର ପ୍ରଭାବ ଚାଇନାରେ ଆଉ ନାହିଁ। ଏଠାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ଶୂନରେ ରହିଛି। ତେବେ କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା...

ବିହାରର ଆରଜେଡି ବିଧାୟକ କିରଣ ଦେବୀଙ୍କ ଘରେ ସିବିଆଉ ଚଢାଉ

ପାଟନା,୧୬।୫: ବିହାରରୁ ଏକ ବଡ ଖବର ସାମ୍ନାକୁ ଆସିଛି। ବିହାରର ଜଣେ ବିଧାୟକଙ୍କ ଘରେ ସିବିଆଇ ପକ୍ଷରୁ ଚଢାଉ କରାଯାଉଛି। ବିଧାୟକ କିରଣ ଦେବୀଙ୍କ ସ୍ବାମୀ...

କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା

ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା...

ଅର୍ପିତା ସମ୍ପୃକ୍ତ ଥିବା ୩ କମ୍ପାନୀ ଉପରେ ଇଡି ଚଢ଼ାଉ

କୋଲକାତା,୩୦।୭: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଟିଏମ୍‌ସି ନେତା ତଥା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ...

୭୦୦ ମାମଲା, ୨୪୦୦ ଗିରଫ

ନୂଆଦିଲ୍ଲୀ,୯ା୩(ପି.ଟି.): ଦିଲ୍ଲୀରେ ନିକଟରେ ସିଏଏକୁ ନେଇ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୭୦୨ ମାମଲା ଦାଏର କରାଯାଇଛି। ସେଥିରୁ ୪୯ ହେଉଛି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର...

ମହିଳାଙ୍କ ସୁରକ୍ଷା ପାଇଁ ଆସିଥିବା ନିର୍ଭୟା ପାଣ୍ଠି ପଡ଼ିରହିଛି: ୧୬ଶହ ୪୯ କୋଟିରୁ ୧୪୭ କୋଟି ହୋଇଛି ବିନିଯୋଗ; ୬ ରାଜ୍ୟରେ ଶୂନ ଖର୍ଚ୍ଚ

ନୂଆଦିଲ୍ଲୀ, ୧୬।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଆବଣ୍ଟିତ କରାଯାଇଥିବା ନିର୍ଭୟା ପାଣ୍ଠି ଖର୍ଚ୍ଚ ନ ହୋଇ ପଡ଼ିରହିଛି। ୨୦୧୩ଠାରୁ...

ଟିକଟ କିଣିବା ପରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କଲେ ମୋଦି…

ନୂଆଦିଲ୍ଲୀ, ୧୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟରେ ଲୋକ କଲ୍ୟାଣ ମାର୍ଗଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି।...

Advertisement
Archives

Model This Week