Posted inଜାତୀୟ

କରୋନା ଯୋଗୁ ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ପରୀକ୍ଷା ବନ୍ଦ: ଏପ୍ରିଲ୍‌ ୧ରୁ ହେବ ଆରମ୍ଭ

ନୂଆଦିଲ୍ଲୀ,୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ମାର୍ଚ୍ଚ ୧୫ରୁ ହେବାକୁଥିବା ପରୀକ୍ଷାକୁ ବନ୍ଦ କରି ଦିଆଯାଇଛି। ଏହା ଏପ୍ରିଲ୍‌ ୧ରୁ ଆରମ୍ଭ ହେବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ନିର୍ଦ୍ଦେଶକ ପ୍ରଫେସର ନାଫିଶ ଅନସାରୀ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟର ବି କମ୍‌, ଏମ୍‌ କମ୍‌, ଲାଇବ୍ରେରୀ ସାଇନ୍ସ୍‌, ବିଏସ୍‌ସି ଆଦି ୪ଟି ପାଠ୍ୟକ୍ରମର ୬୦୦୦ ଶିକ୍ଷାର୍ଥୀ ପରିବର୍ତ୍ତିତ ସମୟ ଅନୁସାରେ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri