କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !

ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬ ଶହ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହା ଦ୍ୱାରା ପୃଥିବୀର ଅର୍ଥନୀତି ଦୋହଲିଯିବାର ଆଶଙ୍କା ଦେଖାଦେଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚାଇନାର ୧୮ଟି ସହରରେ ଯାତାୟତ ବ୍ୟବସ୍ଥାକୁ ବନ୍ଦ କରି ଦିଆଯାଇଛି। ସେହିପରି ୫କୋଟି ୬୦ ଲକ୍ଷ ଲୋକଙ୍କୁ ଘରୁ ନ ବାହାରିବାକୁ ସରକାର ପରାମର୍ଶ ଦେଇଛନ୍ତି। କାରବାର ଠପ୍‌ ହେବା ଯୋଗୁ ଚାଇନା ଶେୟାର ବଜାରରେ ୫ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି। ୧୭ ବର୍ଷ ତଳେ ୨୦୦୩ରେ ଚାଇନାରେ ଦେଖାଦେଇଥିବା ସ୍ପର୍ସ ଭୁତାଣୁ ଆତଙ୍କ ଯୋଗୁ ପୃଥିବୀର ଅର୍ଥନୀତିରେ ସଙ୍କଟ ସୃଷ୍ଟି ହୋଇଥିଲା। ଚାଇନାରେ ଅଭିବୃଦ୍ଧି ହାର ୧୨.୫ ପ୍ରତିଶତରୁ କମି ୩.୫ ପ୍ରତିଶତ ହୋଇଯାଇଥିଲା। ମୋଟ ୩ ଲକ୍ଷ ୫୫ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ଏବେ କରୋନା ଭୁତାଣୁ ଯୋଗୁ ସେଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଆତଙ୍କବାଦୀ ସଂଗଠନକୁ ସକ୍ରିୟ କରୁଛନ୍ତି ଚାଇନା-ପାକିସ୍ତାନ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଗଲା ଗୁପ୍ତ ସୂଚନା…

ନୂଆଦିଲ୍ଲୀ, ୪।୧ : ଇଣ୍ଡିଆନ୍‌ ମୁଜାହିଦ୍ଦିନ (ଆଇଏମ) ଆତଙ୍କବାଦୀ ସଂଗଠନ ନେପାଳରେ ଆଶ୍ରୟ ନେଇଛି। ସଂଗଠନ  ବିହାର ଏବଂ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ବେଶ୍‌ ସକ୍ରିୟ...

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ନରେଲା ଅଞ୍ଚଳରେ ଏକ ଦୋକାନରୁ ୧୪ ବର୍ଷୀୟା ଝିଅଙ୍କ ଗଳିତ ମୃତଦେହ ମିଳିଛି। ଉକ୍ତ ନାବାଳିକାଙ୍କୁ ୯ ଦିନ ପୂର୍ବରୁ ଅପହରଣ କରାଯାଇଥିଲା।...

ଅଧିର ରଞ୍ଜନ ଚୌଧୁରୀ ପିଏସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୫।୫: କଂଗ୍ରେସ ଏମ୍‌ପି ଅଧିର ରଞ୍ଜନ ଚୌଧୁରୀଙ୍କୁ ପାର୍ଲାମେଣ୍ଟାରୀ ପବ୍ଲିକ୍‌ ଆକାଉଣ୍ଟ୍‌ କମିଟି(ପିଏସି) ଅଧକ୍ଷ ଭାବେ ନିଯୁକ୍ତ କରାଯାଇଛି। ସେ ଏହି ପଦବୀରେ ୨୦୨୧ ଏପ୍ରିଲ୍‌...

କିଏ ସେହି ଦିଶା ରବି, ଯାହାଙ୍କୁ ଟୁଲ୍‌କିଟ୍‌ ମାମଲାରେ ଗିରଫ କରିଛି ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ ମାମଲାରେ ଦିଲ୍ଲୀ ପୋଲିସ ରବିବାର ବେଙ୍ଗାଲୁରୁରୁ ୨୧ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛି। ଚାଷୀଙ୍କ...

ଅନନ୍ତନାଗ ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରେନେଡ ଆକ୍ରମଣ: ସରପଞ୍ଚ ସମେତ ୨ମୃତ

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମଙ୍ଗଳବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଅନନ୍ତନାଗରେ ଥିବା ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ କରିଛନ୍ତି। ଏହି ଦୁର୍ଘଟଣାରେ ସରପଞ୍ଚ...

ସରକାରୀ କର୍ମଚାରୀଙ୍କୁ ଜିପିଏଫ୍‌ ଝଟକା

ନୂଆଦିଲ୍ଲୀ,୧୭।୭: ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଝଟକା ଦେଇ ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ(ଜିପିଏଫ୍‌) ଓ ଏଥିସହିତ ଜଡ଼ିତ ଅନ୍ୟ ଫଣ୍ଡ ଉପରେ ମିଳୁଥିବା ସୁଧ ହାରରେ...

ଭିକାରୀଙ୍କ ମୃତ୍ୟୁ ପରେ କୁଡିଆ ଘରୁ ମିଳିଲା ଲକ୍ଷାଧିକ ଟଙ୍କା

ମୁମ୍ବାଇ,୭।୧୦: ମୁମ୍ବାଇର ଗୋଓ୍ବଣ୍ଡି ରେଲଓ୍ବେ ଷ୍ଟେଶନରେ ଲୋକାଲ ଟ୍ରେନର ଧକ୍କାରେ ଜଣେ ଭିକାରୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ରେଲଓ୍ବେ ପୋଲିସ(ଜିଆରପି) ଓ ସମ୍ପର୍କୀୟ...

ମେ’ ୩୧ରେ ‘ମନ କି ବାତ’ କାର୍ଯ୍ୟକ୍ରମରେ କଥା ହେବେ ମୋଦି: ଟୁଇଟ କରି ମାଗିଲେ ଜନତାଙ୍କ ମତ

ନୂଆଦିଲ୍ଲୀ,୧୮।୫: ଦେଶରେ ଲାଗି ରହିଥିବା କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩୧ ତାରିଖରେ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ...

Advertisement
Archives

Model This Week