କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ତେବେ ରାଜ୍ୟ ସରକାର ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିନା ପରୀକ୍ଷାରେ ପାସ୍‌ କରାଇବା ଲାଗି ଅଲ୍‌ ପାସ୍‌ ଘୋଷଣା କରିଛନ୍ତି। ଏନେଇ ଶିକ୍ଷାମନ୍ତ୍ରୀ ବର୍ଷା ଗାଇକ୍ୱାଡ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୨୪।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୬୦ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ...

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ଦେଶ

ନୂଆଦିଲ୍ଲୀ,୧୪ ।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ୧୩୨ତମ ଜନ୍ମଦିନ ଅବସରରେ ଦେଶ ଶ୍ରଦ୍ଧାଞ୍ଜଳି ଜଣାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି...

ଭୋକ ହେଲେ ବିଦ୍ୟୁତ୍‌ ଖାଉଥିବା ମଣିଷ

ଭୋକ ହେଲେ ମଣିଷଠୁ ଆରମ୍ଭ କରି ଜୀବଜନ୍ତୁ ସମସ୍ତେ ଖାଦ୍ୟ ଖାଆନ୍ତି। ହେଲେ ଉତ୍ତର ପ୍ରଦେଶ, ମୁଜାଫରନଗରର ୪୨ ବର୍ଷୀୟ ନରେଶ କୁମାରଙ୍କୁ ଯେତେବେଳେ ଭୋକଲାଗେ...

ପର୍ଯ୍ୟଟନସ୍ଥଳୀ: ଫୁଲରେ ସଜ୍ଜିତ କାସ୍‌ ମାଳଭୂମି

ମହାରାଷ୍ଟ୍ରର ସତାରା ନାମକ ସହରଠାରୁ ପ୍ରାୟ ୨୫ କି.ମି. ଦୂରରେ ରହିଛି ଏକ ଆକର୍ଷଣୀୟ ମାଳଭୂମି, ଯାହାର ନାଁ ହେଉଛି କାସ୍‌ ମାଳଭୂମି। ଏହାକୁ କେହି...

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଦାଦା ଭାସ୍କର ରେଡ୍ଡୀଙ୍କୁ ଗିରଫ କଲା ସିବିଆଇ

ଅମରାବତୀ,୧୬।୪: ପୂର୍ବତନ ଏମ୍‌ପି ବିବେକାନନ୍ଦ ରେଡ୍ଡୀ ହତ୍ୟା ମାମଲାରେ ସିବିଆଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ଦାଦା ଓ୍ବାଇଏସ୍‌ ଭାସ୍କର ରେଡ୍ଡୀଙ୍କୁ ଗିରଫ...

ନାତୁଣୀଙ୍କ ବିବାହରେ ନାଚିଲେ ଜେଜେବାପା, ଭାବପ୍ରବଣ ଭିଡିଓ ଦେଖିଲେ ଆଖିରେ ଆସିଯିବ ଲୁହ

ବିବାହ ଉତ୍ସବରେ ଯେତିକି ମଜାଳିଆ ଘଟଣା ଘଟେ, ସେତିକି ଭାବପ୍ରବଣ ମୁହୂର୍ତ୍ତ ଦେଖିବାକୁ ମିଳେ। ବିଶେଷ ଭାବେ କନ୍ୟା ବିଦାୟୀ ସମୟରେ ସମସ୍ତଙ୍କ ଆଖିରେ ଲୁହ...

ଏଆଇଏମ୍‌ଆଇଏମ୍‌ ନେତା ଅସଦ ଖାନ୍‌ଙ୍କୁ ହତ୍ୟା

ହାଇଦ୍ରାବାଦ,୧।୪: ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ଗୁରୁବାର ଦୁର୍ବୃତ୍ତମାନେ ଏଆଇଏମ୍‌ଆଇଏମ୍‌ ନେତା ଅସଦ ଖାନ୍‌ଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ପୂର୍ବ ଶତ୍ରୁତାକୁ ନେଇ...

ସୁନା ଘୋଡ଼ା

ଖାଲି ଅଳଙ୍କାର ନୁହେଁ ସୁନାରେ ତିଆରି ସବୁ ଜିନିଷ ଲାଗେ ବେଶ୍‌ ଆକର୍ଷକ। ଠିକ୍‌ ଯେମିତି ଜାପାନରେ ତିଆରି ହୋଇଥିବା ଏକ ସୁନାର ଘୋଡା। ଉକ୍ତ...

Advertisement
Archives

Model This Week