କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ତେବେ ରାଜ୍ୟ ସରକାର ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିନା ପରୀକ୍ଷାରେ ପାସ୍‌ କରାଇବା ଲାଗି ଅଲ୍‌ ପାସ୍‌ ଘୋଷଣା କରିଛନ୍ତି। ଏନେଇ ଶିକ୍ଷାମନ୍ତ୍ରୀ ବର୍ଷା ଗାଇକ୍ୱାଡ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ୩ ମୁଖ୍ୟମନ୍ତ୍ରୀଙ୍କୁ ଫୋନ୍‌ କଲେ ଅମିତ ଶାହା: ଜାଣନ୍ତୁ କ’ଣ ରହିଛି କାରଣ

ନୂଆଦିଲ୍ଲୀ,୧୫।୭: ୟୁପି, ଆସାମ ଏବଂ ଗୁଜରାଟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସକ୍ରିୟ ହୋଇପଡିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର...

ଚାଇନା ସମର୍ଥକ ଓଲି ପୁଣି ହେବେ ନେପାଳର ପ୍ରଧାନମନ୍ତ୍ରୀ: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ଚାଇନା ସମର୍ଥକ ଓଲି ପୁଣି ହେବେ ନେପାଳର ପ୍ରଧାନମନ୍ତ୍ରୀ: ଜାଣନ୍ତୁ ଭାରତ ଉପରେ କ’ଣ ଉପରେ ପ୍ରଭାବ ନୂଆଦିଲ୍ଲୀ,୧୫।୭:ନେପାଳରେ ପୁଣିଥରେ କେପି ଶର୍ମା ଓଲିଙ୍କ ସରକାର...

ରାମ ଜନ୍ମଭୂମିର ସୁରକ୍ଷା ଆକଳନ କରିବେ ଏନ୍‌ଏସ୍‌ଜି ଟିମ୍‌

ଅଯୋଧ୍ୟା,୧୫ା୭: ଅଯୋଧ୍ୟାରେ ଜାତୀୟ ସୁରକ୍ଷା ଗାର୍ଡ (ଏନ୍‌ଏସ୍‌ଜି) ହବ୍‌ ନିର୍ମାଣ ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ହେଉଛନ୍ତି। ଏହା ପରେ ଏନ୍‌ଏସ୍‌ଜି କଣ୍ଟିଜେଣ୍ଟ ସ୍ଥାୟୀ ଭାବରେ...

ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୫।୭: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସବିଆଇ ଗ୍ରାହକଙ୍କୁ ଏକ ବଡ଼ ଝଟକା ଦେଇଛି। ବିଭିନ୍ନ ଋଣକୁ ମହଙ୍ଗା କରିବାକୁ ସରକାରୀ ବ୍ୟାଙ୍କ ଘୋଷଣା କରିଛି।...

କିଏ ହେବେ କଂଗ୍ରେସର ଉପନେତା: ଘୋଷଣା ହେଲା ନାଁ

ନୂଆଦିଲ୍ଲୀ,୧୪ା୭?:କଂଗ୍ରେସ ଏମ୍‌ପି ଗୌରବ ଗୋଗୋଇ ଲୋକ ସଭାରେ ଦଳର ଉପନେତା ହେବାକୁ ଯାଉଛନ୍ତି। ଦଳର ଏହି ନିଷ୍ପତ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଜଣାଇ...

X ରେ ରେକର୍ଡ କଲେ ମୋଦି, ୧୦୦ ମିଳିୟନ ଫଲୋୟର୍ସ

ନୂଆଦିଲ୍ଲୀ,୧୪।୭: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ପୂର୍ବ ଟୁଇଟର) ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଜୁଲାଇ ୧୪)ରେ ୧୦୦ ମିଳିୟନ ଅର୍ଥାତ୍‌ ୧୦ କୋଟି...

ହସ୍ପିଟାଲରେ ଗୁଳିକାଣ୍ଡ, ରୋଗୀଙ୍କୁ ଗୁଳି କଲେ ୧୮ ବର୍ଷର ଯୁବକ

ନୂଆଦିଲ୍ଲୀ,୧୪।୭: ଉତ୍ତର-ପୂର୍ବ ଦିଲ୍ଲୀର ଜିଟିବି ହସ୍ପିଟାଲରେ ଜଣେ ଯୁବକ ଗୁଳି ଚଳାଇଛନ୍ତି। ଖଜୁରୀ ଖାସ ଶ୍ରୀରାମ ନଗର ବାସିନ୍ଦା ରିଜାୟୁଦ୍ଦିନ (୩୨) ପେଟ ସଂକ୍ରମଣରେ ପୀଡିତ...

ପୁଅ ବାହାଘରରେ କାନ୍ଦିଲେ ମୁକେଶ ଅମ୍ବାନୀ

ବିଶିଷ୍ଟ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତଙ୍କ ସହ ରାଧିକା ମର୍ଚ୍ଚାଣ୍ଟଙ୍କ ବାହାଘର ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟଙ୍କ ବିବାହ ଜୁଲାଇ ୧୨ରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri