କରୋନା ଯୋଗୁ ୩୬ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ: ସମାଧାନର ବାଟ ଖୋଜୁଛି ୟୁନେସ୍କୋ

ଜେନେଭା,୧୨।୩: କରୋନା ଭୂତାଣୁ ସଂକ୍ରମଣ ଯୋଗୁ ପୃଥିବୀର ୧୨୧ ଦେଶରେ ସଙ୍କଟ ଦେଖାଦେଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ଦେଶରେ ବହୁ ସ୍କୁଲକୁ ବନ୍ଦ କରି ଦିଆଯାଇଛି। ଏହା ଦ୍ୱାରା ୩୬ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଥିବା ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଏଧି ସମସ୍ୟାର ସମାଧାନ କିପରି ହେବ ସେନେଇ ୟୁନେସ୍କୋ ବାଟ ଖୋଜୁଥିବା କୁହାଯାଉଛି। ସ୍କୁଲ ପିଲାଙ୍କ ଶିକ୍ଷା କିଭଳି ବାଧାପ୍ରାପ୍ତ ନହେବ ସେଥିପାଇଁ ୟୁନେସ୍କୋ ବିକଳ୍ପ ବ୍ୟବସ୍ଥାର ସନ୍ଧାନ କରୁଛି। ଇତିମଧ୍ୟରେ ୟୁନେସ୍କୋ ପକ୍ଷରୁ ଏହା ସଦସ୍ୟ ରାଷ୍ଟ୍ରଙ୍କ ଶିକ୍ଷାମନ୍ତ୍ରୀ ଏବଂ ଅଧିକାରୀଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଆଲୋଚନା କରାଯାଇଛି। ସୂଚନାଯୋଗ୍ୟ, ଏସିଆ, ୟୁରୋପ, ମଧ୍ୟ ପୂର୍ବ ଏବଂ ଉତ୍ତର ଆମେରିକାରେ ବହୁ ସ୍କୁଲକୁ କରୋନା ସଂକ୍ରମଣ ଯୋଗୁ ବନ୍ଦ କରାଯାଇଛି। ୧୫ଟି ଦେଶରେ ରାଷ୍ଟ୍ରୀୟସ୍ତରରେ ଏଭଳି କରାଯାଇଛି। ସେହିପରି ଭାରତ ଏବଂ ଅନ୍ୟ ୧୪ଟି ଦେଶରେ କେତେକ ସ୍ଥାନରେ ଥିବା ସ୍କୁଲକୁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକନ୍ଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ, ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri