କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍‌, ୫ଲକ୍ଷ ଜରିମାନା

ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ ଜନସ୍ବାସ୍ଥ୍ୟ ଏବଂ ମହାମାରୀ ରୋଗ ନିୟନ୍ତ୍ରଣ ଅଧ୍ୟାଦେଶ-୨୦୨୦କୁ ମଞ୍ଜୁରି ପ୍ରଦାନ କରାଯାଇଛି। ଏହି ନୂଆ ଆଇନ ଅନୁସାରେ କରୋନା ଲଢ଼େଇରେ ପ୍ରଶାସନ ପକ୍ଷରୁ ମୁତୟନ ହୋଇଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସକର୍ମୀ ଓ ସଫେଇ କର୍ମଚାରୀଙ୍କ ସହ କେହି ଦୁର୍ବବ୍ୟହାର କିମ୍ବା ଆକ୍ରମଣ କଲେ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ୭ବର୍ଷର ଜେଲ୍‌ଦଣ୍ଡ ଓ ୫୦ ହଜାରରୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ। ଏଥିସହ ରାଜ୍ୟ ତଥା ଜିଲା ସ୍ତରରେ ମହାମାରୀ ନିୟନ୍ତ୍ରଣ ପ୍ରାଧିକରଣ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସ୍ତରରେ ମୁଖ୍ୟ ଶାସନ ସଚିବ ଓ ଜିଲାରେ ଜିଲା ମାଜିଷ୍ଟ୍ରେଟ ପ୍ରାଧିକରଣର ଅଧ୍ୟକ୍ଷ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri