Posted inଜାତୀୟ

କରୋନା ଯୋଦ୍ଧାଙ୍କୁ କୃତଜ୍ଞତା ଜଣାଇଲେ ଦେଶବାସୀ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପ୍ରକୋପରୁ ଦେଶକୁ ରକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଇଥିଲା ‘ଜନତା କର୍ଫ୍ୟୁ’। ଏହି ସମୟରେ ସାରା ଦେଶ ଏକ ପ୍ରକାର ନିରବ ହୋଇଯାଇଥିବା ବେଳେ ଜରୁରୀ ସେବାରେ ନିୟୋଜିତ ଥିବା ଲୋକେ ସେମାନଙ୍କ ସେବା ଯୋଗାଇବାରେ ଲାଗିପଡିଥିଲେ। ଏମାନଙ୍କୁ ସନ୍ଧ୍ୟା ଠିକ୍‌ ୫ଟାରେ ଦେଶର ସବୁ ସ୍ଥାନରେ ଲୋକେ ଘଣ୍ଟ, ଘଣ୍ଟା, ବାସନ ବାଡେଇ ଓ ତାଳିମାରି କୃତଜ୍ଞତା ଜଣାଇଥିଲେ। ଘରୁ ବାହାରକୁ ନ ବାହାରିଲେ ବି ଏମାନେ ନିଜ ନିଜ ବାଲକୋନି ଓ ଅଗଣାରେ ଏମିତି କରୁଥିବା ଦେଖାଯାଇଥିଲା। ଏପରିକି ବହୁ ରାଜନେତାମାନେ ମଧ୍ୟ ଏଥିରେ ନିଜକୁ ସାମିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍ସ ହେବ କରୋନା ସଂକ୍ରମଣର ହଟ୍‌ସ୍ପଟ!

ନୂଆଦିଲ୍ଲୀ,୨୭।୪: ରାଜଧାନୀ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ) ଏବେ କରୋନା ସଂକ୍ରମଣର ହଟ୍‌ସ୍ପଟ ହେବାକୁ ଯାଉଛି ବୋଲି କୁହାଯାଉଛି। ଅନ୍ୟପଟେ କେନ୍ଦ୍ର...

ପାକିସ୍ତାନକୁ ଭାରତର କଡା ଜବାବ

ରାଜୌରି,୧୮।୮:ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ସରକାର ଓ ଏହାର ସେନା ଏକ ପ୍ରକାର ହଡବଡେଇ ଗଲେଣି। ଶନିବାର ଜମ୍ମୁ-କଶ୍ମୀରର ରାଜୌରିରେ ଅସ୍ତ୍ରବିରତି ଉଲ୍ଲଂଘନ...

ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌: ଗୋଟିଏ ବର୍ଷରେ ଆସିଛନ୍ତି ୨୬ ଲକ୍ଷ ପର୍ଯ୍ୟଟକ

ନୂଆଦିଲ୍ଲୀ,୨୭।୧୦: ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି। ଏହାକୁ ଦେଖିବାକୁ ଗୋଟିଏ ବର୍ଷରେ ୨୬ ଲକ୍ଷରୁ...

ନୌସେନା ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧୨: ଦେଶ ଶୁକ୍ରବାର ପାଳନ କରୁଛି ନୌସେନା ଦିବସ । ଦେଶର ବୀର ଯବାନଙ୍କୁ ମନେ ପକାଇ ଏହି ଦିବସ ପାଳନ କରାଯାଉଛି ।...

ରାଜ୍ୟ ସଭା ଯିବା ନେଇ ମୁହଁ ଖୋଲିଲେ ନୀତିଶ

ପାଟନା,୪।୪: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ମୁଖ୍ୟମନ୍ତ୍ରୀ ପଦ ଛାଡି ରାଜ୍ୟ ସଭାକୁ ଯିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ଏଭଳି...

ବାଘୁଣୀ ମା’-ଝିଅର ଘମାଘଟ ଲଢ଼େଇ, ଗର୍ଜନରେ ପର୍ଯ୍ୟଟକ ଭୟଭୀତ

ଜୟପୁର,୧୭ା୧୦: ରାଜସ୍ଥାନର ଯୋଧପୁରସ୍ଥିତ ରଣଥମ୍ବର ନ୍ୟାଶନାଲ ପାର୍କରେ ଆଜିକାଲି ଜୀବଜନ୍ତୁଙ୍କ ମଧ୍ୟରେ ଅଧିକାଂଶ ସମୟ ସଂଘର୍ଷ ଲାଗି ରହୁଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ପାର୍କରେ...

ମୂସଓ୍ବୋଲାଙ୍କୁ ଗୁଳି ମାରିଥିବା ଶୁଟର ଗିରଫ

ନୂଆଦିଲ୍ଲୀ,୪।୭:ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱାଲାଙ୍କୁ ଗୁଳି ମାରି ହତ୍ୟା କରିଥିବା ଶୁଟର୍‌ ଅଙ୍କିତ ସିରସାଙ୍କୁ ତାଙ୍କ ସହଯୋଗୀଙ୍କ ସହ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ...

ପରମ୍ପରା ବଜାୟ ରଖିଲା ଭାଜପା: ଛାଡିଲା ବାଚସ୍ପତି ପଦ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ଭାବେ କଂଗ୍ରେସ ନେତା ନାନା ପାଟୋଲେଙ୍କୁ ମିଳିଛି ଏହି ଆସନ। ପୂର୍ବରୁ ଏଥିପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ...

Advertisement
Archives

Model This Week