କରୋନା ଯୋଦ୍ଧାଙ୍କୁ ମାକ୍ସ, ସାନିଟାଇଜର୍‌ ପ୍ରଦାନ କଲେ ବିଧାୟକ

ଲୋଇସିଂହା,୧୨।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସୁରକ୍ଷା ଉପକରଣ ଏନ୍‌-୯୫ ମାକ୍ସ, ସାନିଟାଇଜର୍‌ ଓ ଗ୍ଲୋବ୍ସ ପ୍ରଭୃତି ପ୍ରଦାନ କରାଯାଇଛି। ଲୋଇସିଂହା ବିଧାୟକ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଡାକ୍ତରଖାନା ଭାରପ୍ରାପ୍ତ ଅଧିକାରୀ ପ୍ରତିମା ସୋରେନଙ୍କୁ ଏହି ସୁରକ୍ଷା ଉପକରଣ ପ୍ରଦାନ କରିଥିଲେ। ଅଙ୍ଗନବାଡି ଓ ଆଇସିଡିଏସ୍‌ ଷ୍ଟାପ୍‌ଙ୍କ ପାଇଁ ସିଡ଼ିପିଓଙ୍କୁ ଏସବୁ ଉପକରଣ ଦିଆଯାଇଛି। ଏହି ଅବସରରେ ସଂସ୍ଥାର ମ୍ୟାନେଜର ଆମିନ ପାଣିଗ୍ରାହୀ, ସୁଧୀର ସ୍ବାଇଁ, ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦ ଏକର ଜମିରେ ହେବ ସ୍ଥାୟୀ କ୍ୟାମ୍ପସ୍‌

ଛତ୍ରପୁର,୧୮ା୬(ଡି.ଏନ.ଏ.)-ବ୍ରହ୍ମପୁର ସରକାରୀ ଆଇଟିଆଇ କୋଠାରେ ଅସ୍ଥାୟୀ ଭାବେ ଆଇଜର (ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ)ର ଟ୍ରାନଜିଟ୍‌ କ୍ୟାମ୍ପସ ଚାଲିଛି ା ଏଠାରେ...

ଧୋଇଗଲା ଡାଇଭର୍ସନ ଓ୍ବେ: ୫୯ ନଂ. ଏନ୍‌ଏଚ୍‌ରେ ଯାନବାହନ ଚଳାଚଳ ଠପ୍‌

ତୁମୁଡ଼ିବନ୍ଧ,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧରେ ଲଗାଣ ବର୍ଷା ଯୋଗୁ ଗୋପାଳପୁରରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ମୁଣ୍ଡିଗଡ଼ ଓ ମଣ୍ଡଳପଦରଠାରେ...

ତହସିଲଦାରଙ୍କୁ ୬ଘଣ୍ଟା ଅଟକ ରଖି ରାସ୍ତାରୋକୋ

ସଜନାଗଡ଼,୫।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ମିତ୍ରପୁର କାଠପାଳ ଅଞ୍ଚଳରେ ବୁଧବାର ଏକ ବାଲିବୋଝେଇ ଗାଡ଼ିକୁ ଜବତ କରାଯିବା ବେଳେ ନୀଳଗିରି ତହସିଲଦାର ସୁଶ୍ରୀତା...

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ...

ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ

ରାଇକିଆ,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି।...

ତେଲ ଟ୍ୟାଙ୍କର ଜବତ, ଡ୍ରାଇଭର କୋର୍ଟ ଚାଲାଣ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.)- ୫ନଂ କ ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଟିକଟା ଛକ ନିକଟରେ ଶନିବାର ଏକ ଡ୍ରାଇଭର ତେଲ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ...

ମାଳଦୀପରେ ଚାକିରି କରାଇ ଦେବା ନା’ରେ ଠକେଇ: ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୫ା୧୦-ସୁଦୂର ମାଲଦୀପରେ ଚାକରି କରାଇଦେବା ନା’ରେ ଗ୍ରାମାଞ୍ଚଳର ଶିକ୍ଷିତ ବେକାର ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ...

ସାମାଜିକ ଦୂରତ୍ୱ ନିୟମ ମାନୁ ନାହାନ୍ତି

ଉଦଳା,୬ା୫(ଡି.ଏନ୍‌.ଏ.)- ଗ୍ରୀନ ଜୋନ୍‌ରେ ଥିବା ମୟୂରଭଞ୍ଜ ଉଦଳାରେ ଦୋକାନ ବଜାର ଖୋଲାଯାଇଛି। ହେଲେ ଏଠାରେ ଅସମ୍ଭବ ଗହଳି ଦେଖିବାକୁ ମିଳୁଛି। ଗ୍ରୀନ୍‌ ଜୋନରେ ଦୋକାନ ଖୋଲିବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *