କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଭଣ୍ଡାରିପୋଖରୀ, ୨୨।୪ (ଡି.ଏନ.ଏ.)-କରୋନାକୁ ପ୍ରତିହିତ କରିବା ପାଇଁ ଦିନ ରାତି ଏକ କରି ଖଟୁଥିବା ଯୋଦ୍ଧାମାନଙ୍କୁ ଭାଜପା ଭଣ୍ଡାରିପୋଖରୀ ଶାଖା ପକ୍ଷରୁ ମଙ୍ଗଳବାର ଭଣ୍ଡାରିପୋଖରୀ ଓ ଧାମନଗର ଥାନା ପୋଲିସକୁ ସମ୍ବର୍ଦ୍ଧନା କରାଯାଇଛି। ମଙ୍ଗଳବାର ଭାଜପାର ପୂର୍ବତନ ଜିଲା ସଭାପତି ବଦ୍ରିନାରାୟଣ ଧଳ ନିର୍ଗୁଣ୍ଡି ସରପଞ୍ଚ ପ୍ରତିନିଧି ବାବାଜି ଚରଣ ଜେନା, ଜଳମଣ୍ଡୁଆ ସରପଞ୍ଚ ଜଗବନ୍ଧୁ ଦାସ, ମଣ୍ଡଳ ସଭାପତି ଗିରିଷ ସାମଲ, ଅଶୋକ ବେହେରା, ବିରେନ୍ଦ୍ର ଜେନା ପ୍ରମୁଖ ଯୋଗ ଦେଇ ଧାମନଗର ଥାନାଧିକାରୀ ରତିକାନ୍ତ ଗିରି, ଏଏସଆଇ ମହେଶ୍ବର ପ୍ରଧାନ ଏବଂ ଭଣ୍ଡାରିପୋଖରୀ ଥାନାଧିକାରୀ ସନାତନ ସାହୁ, ଏଏସଆଇ ଅନୁରାଗ ମହାନ୍ତି,ଗୌରମଣି ସିଂଙ୍କୁ ଭେଟି ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଗଛ ପୋଡିଲା ପ୍ରଶାସନ

କ.ନୂଆଗାଁ, ୨ା୧୨(ଡି.ଏନ୍‌.ଏ.)-କ.ନୂଆଗାଁ ଥାନା ଅଞ୍ଚଳର ସିର୍ତ୍ତିଗୁଡା ପଞ୍ଚାୟତର ବିଭିନ୍ନ ଅଞ୍ଚଳରେ ଚାଷ ହୋଇଥିବା ପ୍ରାୟ ୧୫୦ ଏକରର ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଛି। ଯାହାର...

ବାଇକକୁ ସ୍କାନ୍‌ଷ୍ଟିଲ ବସ୍‌ ଧକ୍କା ଦେବା ଘଟଣା: ହତ୍ୟା ଉଦ୍ୟମ ଅଭିଯୋଗ, ଥାନା ଘେରିଲେ ଗ୍ରାମବାସୀ

ବଡଗାଁ, ୨୪।୭(ଡି.ଏନ୍‌.ଏ.): ୧୦ ନମ୍ବର ରାଜ୍ୟ ରାଜପଥ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅଧୀନ କଣ୍ଟିଆମୁରା ପେଟ୍ରୋଲ ପମ୍ପ ସମ୍ମୁଖରେ ଗତ ୨୧ ତାରିଖ ରାତି...

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ...

୬୦ବର୍ଷ ପୂର୍ବରୁ ୧୫ ହିତାଧିକାରୀ ଭତ୍ତା ଯୋଜନାରେ ସାମିଲ

ଯାଜପୁର ଅଫିସ,୧୦ା୧୧: ଦୁର୍ବଳ ପ୍ରଶାସନିକ ନିୟନ୍ତ୍ରଣ କାରଣରୁ ଯାଜପୁର ଜିଲାରେ ମଧୁବାବୁ ପେନସନ ଯୋଜନା, ବିଧବାଭତ୍ତା ଓ ଭିନ୍ନକ୍ଷମ ଭତ୍ତା ଯୋଜନାରେ ବ୍ୟାପକ ହେରାଫେରି ହେଉଛି।...

ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସୁରେନ୍ଦ୍ରଙ୍କୁ ସ୍ବର୍ଣ୍ଣ

ଭଣ୍ଡାରିପୋଖରୀ, ୫ା୪(ସ୍ବ.ପ୍ର.): କ୍ରୀଡ଼ା କ୍ଷେତ୍ରରେ ଭଦ୍ରକ ଜିଲା ସମେତ ଓଡ଼ିଶାକୁ ଗୌରବାନ୍ବିତ କରିଥିବା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ଗ୍ରାମର ଯୁବ ପ୍ରତିଭା ସୁରେନ୍ଦ୍ର ଦାସ ଏବେ...

ରେଳ ଷ୍ଟେଶନ,ଗଳାପୋଲ ଦାବିରେ ଧାରଣା

ରସାଳପୁର,୧୭।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ସଦର ଥାନା ନିକଟବର୍ତ୍ତୀ ବାଙ୍ଗରା ନିକଟରେ ଏକ ରେଳ ଷ୍ଟେଶନ ଓ ଗଳାପୋଲ ନିର୍ମାଣ ଲାଗି ଅଞ୍ଚଳବାସୀ ଦାବି କରିଛନ୍ତି। ଏନଇ...

ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬...

ସତ୍ୟସାଇ ଟ୍ରଷ୍ଟର କ୍ଷେତ୍ର ପରିଦର୍ଶନ

ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍‌ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍‌ରେ ପରିଚାଳନା କରିବା ପାଇଁ...

Advertisement
Archives

Model This Week