କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ କରାଯାଇଛି ା ସଙ୍ଗଠନର ସଦସ୍ୟମାନେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ଖଇରା ଥାନା ଆଇଆଇସି ସୁବ୍ରତ କୁମାର ବେହେରା, ତହସିଲଦାର ପ୍ରଦୀପ କୁମାର ସାହୁଙ୍କୁ ସେମାନଙ୍କ କାର୍ଯ୍ୟାଳୟରେ ଭେଟି ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରିବା ସହିତ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନିତ କରିଥିଲେ। ଫାଉଣ୍ଡେଶନର ସଦସ୍ୟ ପ୍ରଦୀପ ଦାସ, ଆଲୋକ ପଣ୍ଡା, ଗୀତିରଞ୍ଜନ ବେହେରା, ମୁକ୍ତି ବାରିକ, ଆରାଧନା ଶଂଖୁଆ, ସୋନୁ ଦାସ, ଉତ୍ତମ ଦାସ, ଜ୍ୟୋତିରଞ୍ଜନ ପାଢୀ, ଅକ୍ଷୟ ଜେନା, କମଳାକାନ୍ତ ଦାସ, ହେମନ୍ତ ଦାସ, ଦୀପକ ଦାସ, ସୁବାସ ବାରିକ, ଲକ୍ଷ୍ମୀଧର ବାରକ, ମହେନ୍ଦ୍ର ବେଜ, ସଞ୍ଜୟ ନାୟକ, ଶଶୀକାନ୍ତ ନାୟକ, ତପନ ଦାସ, ଧର୍ମେନ୍ଦ୍ର ନାୟକ, ସରୋଜ ପାତ୍ର, ବିରଞ୍ଚି ନାରାୟଣ ନାୟକ, ଅକ୍ଷୟ ବିଶ୍ୱାଳ ପ୍ରମୁଖ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଫ୍ରେଣ୍ଡ କରିଦେବାରୁ ଏଭଳି ପ୍ରତିଶୋଧ ନେଲେ ଯୁବକ

ସମ୍ବଲପୁର,୨୫ା୯(ବ୍ୟୁରୋ): ଯୁବତୀଙ୍କ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଫଟୋ ଭାଇରାଲ କରିଥିବା ଅଭିଯୋଗରେ ସମ୍ବଲପୁର ଜିଲା ସାଇବର ଥାନା ପୋଲିସ ଧନୁପାଲି ଥାନା ଅଞ୍ଚଳରୁ ଜଣେ...

ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧାଙ୍କ ମୃତ୍ୟୁ

ଧରାକୋଟ,୨ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜଗମୋହନ ପଞ୍ଚାୟତର ପୁଟୁ-ଗୋବର୍ଦ୍ଧନପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯ ଟାରେ ଏହି ବିଦ୍ୟାଳୟ...

ରମ୍ଭା, ଗଞ୍ଜାମରେ ନିର୍ମାଣ ହେବ ୧୨ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଗଞ୍ଜାମ,୧୪ା୭(ଡି.ଏନ୍‌.ଏ.): ବିଭିନ୍ନ ଓ୍ବାର୍ଡରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ଉକ୍ତ ସାହି ବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ l ଏନେଇ ବିଭିନ୍ନ...

ଚୌଧୁରୀଟିକରପଡାକୁ ଶଟ୍‌ଡାଉନ୍‌ କଲା ପ୍ରଶାସନ

ଦିଗପହଣ୍ଡି,୨୮ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଚୌଧୁରୀଟିକରପଡ଼ା ସରପଞ୍ଚ ସଞ୍ଜୁକ୍ତା ଚଣ୍ଡଙ୍କ ଅନୁରୋଧକ୍ରମେ ସମଗ୍ର ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ପଞ୍ଚାୟତ ଅଧୀନ...

ଟାଏକୋଣ୍ଡୋ ବେଲ୍ଟ ପରୀକ୍ଷା; ୧୨୦ ପ୍ରତିଯୋଗୀ ଭାଗ ନେଲେ

ଜୁନାଗଡ,୨୬।୮ (ସ୍ବ.ପ୍ର.) କଳାହାଣ୍ଡି ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ବେଲ୍ଟ ପରୀକ୍ଷା ଜିଲା ଟାଏକୋଣ୍ଡୋ ତାଲିମ କେନ୍ଦ୍ର ଜୁନାଗଡଠାରେ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେ.କେ. ଡ୍ୟାନ୍ସ...

ଠିକ୍‌ ସମୟରେ ସାମଗ୍ରୀ ପାଉନାହାନ୍ତି ହିତାଧିକାରୀ

ନାଉଗାଁ,୬ା୪(ସ୍ବ.ପ୍ର.): ରାଶନ କାର୍ଡ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ ଢ଼େହାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତି ମାସରେ ହିତାଧିକାରୀଙ୍କୁ...

ଗଞ୍ଜାମରେ ୨୦୫ ଜଣ ଦାନ କରିବେ ପ୍ଲାଜମା

ଛତ୍ରପୁର,୨୬ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ପ୍ଲାଜ୍‌ମା ଦାନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ରବିବାର ସୁଦ୍ଧା ଜିଲାର ୨୦୫ ଜଣ ପ୍ଲାଜ୍‌ମା ଦାନ କରିବା ପାଇଁ ଆଗ୍ରହ ପ୍ରକାଶ...

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର...

Advertisement
Archives

Model This Week