କରୋନା ଯୋଦ୍ଧାଙ୍କ ଉପରେ ପୁଷ୍ପବୃଷ୍ଟି କରାଗଲା

ବନ୍ତ,୬।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଦିନରାତି ଏକ କରି ଲୋକ ମାନଙ୍କୁ ସେବା ଯୋଗାଇ ଆସୁଥିବା ଯୋଦ୍ଧା ମାନଙ୍କ ଉପରେ ମହାସଂଘର ମହିଳା ମାନେ ପୁଷ୍ପବୃଷ୍ଟି କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ପରିସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଜ୍ୟୋର୍ତିମୟୀ ମହିଳା ମହାସଂଘର ସଭାନେତ୍ରୀ କମଳା ଜେନା, କୋଷାଧ୍ୟକ୍ଷା କଳ୍ପନା ପଣ୍ଡାଙ୍କ ନେତୃତ୍ୱରେ ସୁକାନ୍ତୀ ପଢିଆରୀ, ତୁଳସୀ ନାୟକ, ମାଳତୀ ଜେନାଙ୍କ ସମେତ ଏସ.ଏଚ୍‌.ଜିର ମହିଳା ମାନେ ଥାନା ପରିସରରେ ପହଞ୍ଚତ୍ଥିଲେ। ସେଠାରେ ଉପସ୍ଥିତ ଥାନାଧିକାରୀ ମିନା ବିନ୍ଧାଣୀଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ଓ ଖବରଦାତା ମାନଙ୍କୁ ବନ୍ଦାପନା କରିବା ସହ ସେମାନଙ୍କ ଉପରେ ପୁଷ୍ପବୃଷ୍ଟି କରିଥିଲେ। ଏଥିସହ ମହିଳା ମାନେ ଦେଶାତ୍ମବୋଧକ ସଙ୍ଗୀତ ଗାନ କରିବା ସହିତ ଜୟଧ୍ୱନି ଦେଇଥିଲେ। ପରେ ସମସ୍ତଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ସିଡିପିଓ ରେଣୁବାଳା ଦାଶ, ଓଡିଶା ଜୀବିକା ମିଶନର ବନୋଜ ଦାସ ଓ ମିଶନଶକ୍ତିର ବିପିସି ଚିରଞ୍ଜୀବ୍‌ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?