କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କଲେ ଶିଳ୍ପୀ

ଛେଣ୍ଡିପଦା,୧୪।୪(ସ୍ବ.ପ୍ର.)- କରୋନା ଯୋଦ୍ଧା ସାଜିଥିବା ରାଜ୍ୟ ପୋଲିସର ମନୋବଳ ବୃଦ୍ଧି ପାଇଁ ଛେଣ୍ଡିପଦା ବ୍ଲକ ଖମାର ଗ୍ରାମର ଶିଳ୍ପୀ ବୀରବର ବେହେରା ଓଡ଼ିଶା ପୋଲିସର ଏକ ଲୋଗୋ ତିଆରି କରିଛନ୍ତି। ସିମେଣ୍ଟରେ ନିର୍ମିତ ୫ ଫୁଟର ଏହି ଲୋଗୋକୁ ଆଇଜି ନରସିଂହ ଭୋଳଙ୍କୁ ପ୍ରଦାନ କରାଯିବ ବୋଲି ଶିଳ୍ପୀ ବୀରବର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କାରା-ଭାନ ଟୁରିଷ୍ଟ ସେବା ଶୁଭାରମ୍ଭ: ଗାଡ଼ିରେ ଶୌଚାଳୟ ଠାରୁ କିଚେନ ବ୍ୟବସ୍ଥା 

ଭୁବନେଶ୍ୱର,୪।୨: ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା…

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri