କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି

ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା ସହ ଜଣକୁ ଚାକିରି ମିଳିବ। ଶୁକ୍ରବାର ପୁଣେର ମେୟର ମୁରଲିଧର ମୋହର ଏହା ଘୋଷଣା କରିଛନ୍ତି। ମେୟରଙ୍କ ସୂଚନା ଅନୁଯାୟୀ ପୁଣେରେ ଏପର୍ଯ୍ୟନ୍ତ କରୋନା ସଂକ୍ରମଣରେ ୨୫ ଜଣଙ୍କ ମୃତ୍ୟୁ ହେଲାଣି। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ମହାରାଷ୍ଟ୍ରରେ ୧,୩୬୪ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୧୨୫ ଜଣ ସୁସ୍ଥ ହୋଇ ସାରିଲେଣି ଓ ୯୭ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?