କରୋନା ଯୋଦ୍ଧାଙ୍କ ସମ୍ମାନରେ ସମସ୍ତେ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ସଇଁତଲା, ୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ ବିଭିନ୍ନ କାର୍ଯ୍ୟାଳୟ ଓ ଘରେ ‘ବନ୍ଦେ ଉତ୍କଳ ଜନନୀ‌’ ଗାନ କରାଯାଇଛି। ଏହିକ୍ରମରେ ବଲାଙ୍ଗୀର ଜିଲା ସଇଁତଲା ତହସିଲ କାର୍ଯ୍ୟାଳୟରେ ତହସିଲଦାର ସୁମନ କିଶୋର ଡୁଙ୍ଗଡୁଙ୍ଗ, ବ୍ଲକ କାର୍ଯ୍ୟାଳୟରେ ବିଡ଼ିଓ ଦେବାଶୀଷ ସାମଲ, ଥାନା ପରିସରରେ ଥାନାଧିକାରୀ ବାରିଣୀ ଦାଶଙ୍କ ଉପସ୍ଥିତିରେ ‘ବନ୍ଦେ ଉକତ୍ଳ ଜନନୀ’ ଗାନ କରାଯାଇ କରୋନା ଯୋଦ୍ଧାମାନଙ୍କୁ ସମ୍ମାନ ପ୍ରଦର୍ଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ...

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏମ୍‌କେସିଜି କନିଷ୍ଠ କିରାଣୀ

ବ୍ରହ୍ମପୁର ଅଫିସ,୧୭।୮: ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କନିଷ୍ଠ କିରାଣୀଙ୍କ ଘର ସହ ୫ଟି ସ୍ଥାନରେ ମଙ୍ଗଳବାର ସକାଳୁ...

ଦେଶୀ ମଦ ଜବତ: ନାଏବ ସରପଞ୍ଚ ଗିରଫ

ଭଦ୍ରକ ଅଫିସ,୨୨ା୪: ଜିଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନଛିପୁର ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ବିଶେଷ ସୂତ୍ରରୁ ଖବରପାଇ ୪୦...

ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଗୁରୁବାର ପୋଲିସ ମାଓବାଦୀ ଗୁଳି ବିନିମୟ ହୋଇଛି। ଏହି ସମୟରେ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଏକ ବଡ଼ଧରଣର ମାଓବାଦୀ କ୍ୟାମ୍ପ...

ବ୍ୟବସାୟୀ ରାକେଶ ହତ୍ୟାକାଣ୍ଡର ପର୍ଦ୍ଦାଫାସ:ପୁଅ ମୁଖ୍ୟ ଅଭିଯୁକ୍ତ

ବାଲିଆପାଳ, ୨୪।୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନାର ଟାଙ୍ଗରପିଟା ଗ୍ରାମରେ ଗତ ମାସ ୨୫ତାରିଖ ରାତିରେ କେତେଜଣ ଦୃର୍ବୁତ୍ତ ରାକେଶ ଚୌଧୁରୀ ନାମକ ଜଣେ କ୍ଷୀର ବ୍ୟବସାୟୀଙ୍କୁ...

ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀକୁ ସରକାରୀ ଛୁଟି ଘୋଷଣା ଲାଗି ଦାବିପତ୍ର

ବାରିପଦା ଅଫିସ,୧୮ା୧୨- ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ସହ ଭାଷା ଭିତ୍ତିକ ଉତ୍କଳ ପ୍ରଦେଶ ଗଠନରେ ମୟୂରଭଞ୍ଜ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନ ଅତୁଳନୀୟ।...

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ ଅଫିସ ,୧୫।୧୧: ଭଦ୍ରକ ୧୬ ନଂ. ଜାତୀୟ ରାଜପଥ ଗେଲପୁର ନିକଟରେ ଏକ ଟ୍ରକ୍‌ ଜଣେ ସ୍କୁଲ୍‌ ଛାତ୍ରୀଙ୍କୁ ଧକ୍କା ଦେବାରୁ ସେ ଗୁରୁତର...

ଆଡ଼ପ ମଣ୍ଡପରେ ଜମୁଛି ଭିଡ଼: ସାନ୍ଧ୍ୟ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧୦।୭: ରତ୍ନବେଦି ଛାଡ଼ି ଜନ୍ମବେଦିରେ ଚାଲିଛି ଶ୍ରୀଜୀଉଙ୍କ ଲୀଳାଖେଳା। ମହାପ୍ରଭୁଙ୍କ ମାନବୀୟ ଲୀଳାର ଏକ ପ୍ରମୁଖ ଅଂଶ ହେଉଛି ଆଡ଼ପ ଦର୍ଶନ। ଠାକୁର...

Coronavirus Update

Archives

Model This Week

Why Dharitri