କରୋନା ଯୋଦ୍ଧା ଏବେ ସଙ୍କଟରେ

ଭୋପାଳ,୯।୪: ମଧ୍ୟପ୍ରଦେଶର ଭୋପାଳରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୦ ଜଣ ସ୍ବାସ୍ଥ୍ୟ କର୍ମଚାରୀ ଥିବା ବେଳେ ୧୨ ପୋଲିସ ଥିବା ସୂଚନା ମିଳିଛି। ଏହି କରୋନା ଯୋଦ୍ଧାମାନେ ଏବେ ଏଭଳି ମହାମାରୀ କବଳରୁ ମୁକ୍ତ ହେବାକୁ କରୁଛନ୍ତି ସଂଘର୍ଷ। ଅବଶିଷ୍ଟ ୨୦ ଜଣଙ୍କର ନିଜାମୁଦ୍ଦିନରେ ଆୟୋଜିତ ତବଲିଘି ଜମାତ୍‌ ସହ ସମ୍ପର୍କ ଥିବାବେଳେ ଅନ୍ୟ ୮ ସାଧାରଣ ଲୋକ ବୋଲି ଜଣାପଡିଛି। ଭୋପାଳ ଜିଲାପାଳ ତରୁଣ ପିଥୋଡେ ଏହି ସୂଚନା ଦେଇଛନ୍ତି। ତେବେ ଡାକ୍ତର, ନର୍ସ ଓ ପୋଲିସ କରୋନାରେ ଏତେ ମାତ୍ରାରେ ସଂକ୍ରମିତ ହେବା ଭୋପାଳ ଲୋକଙ୍କୁ ଚିନ୍ତାରେ ପକାଇ ଦେଇଛି। ଭୋପାଳରେ ଏବେ ସୁଦ୍ଧା ୨ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଏହାସହ ୧୨ ଜଣ ସେମାନଙ୍କ ଘରେ କ୍ୱାରାଣ୍ଟାଇନରେ ରହିଛନ୍ତି। ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୯ରେ ପହଞ୍ଚିଥିବା ବେଳେ ୧୩ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କମିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ୨ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା କମିଛି।...

ଭାରତର ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବା ଅପରିହାର୍ଯ୍ୟ…

ଚେନ୍ନାଇ,୨୮।୮: ଭାରତର ସୀମାକୁ ସଶକ୍ତ କରିବା ଲାଗି ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବାର ଆବଶ୍ୟକତା ରହିଛି। ପୃଥିବୀରେ ଯେଉଁଭଳି ଭାବରେ ପରିବର୍ତ୍ତନ ଘଟୁଛି, ସୁରକ୍ଷା ବ୍ୟବସ୍ଥାକୁ...

ବନ୍ୟା ବିଭୀଷିକାର ଭୟଙ୍କର ରୂପ: ଭାସିଯାଇଥିବା ଏକ ଶିଶୁର କରୁଣ ଚିତ୍ର

ନୂଆଦିଲ୍ଲୀ,୧୮ା୭: ପ୍ରବଳ ବର୍ଷା ଯୋଗୁ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦...

ଅସହ୍ୟ ତାତି: ଦେଶରେ ବ୍ଲାକଆଉଟ ହେବା ଆଶଙ୍କା ଘନେଇଲା…

ନୂଆଦିଲ୍ଲୀ,୧୯।୪ : ଏହା ଗ୍ରୀଷ୍ମର ଆରମ୍ଭ ମାତ୍ର, କିନ୍ତୁ ସୂର୍ଯ୍ୟର ଉତ୍ତାପ ଯୋଗୁ ଅସହ୍ୟ ତାତି ଲୋକଙ୍କୁ ଅସୁବିଧାରେ ପକାଉଛି। ଚଳିତ ସପ୍ତାହରେ ସାରା ଦେଶରେ...

ରାଜ୍ୟପାଳଙ୍କୁ ଭେଟିବେ ଶିବସେନା, ଏନ୍‌ସିପି, କଂଗ୍ରେସ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ନେଇ ଏବେବି ଅନିଶ୍ଚିତତା ଲାଗି ରହିଛି। ତେବେ ମହାରାଷ୍ଟ୍ର ରାଜ୍ୟପାଳ ଶନିବାର ଅପରାହ୍ନ ୩ଟାରେ ଶିବସେନା, ଏନ୍‌ସିପି ଓ...

ବୋର୍ଡିଂ ସ୍କୁଲରେ କରୋନା ଆତଙ୍କ, ୬୦ ଛାତ୍ର ପଜିଟିଭ୍‌…

ବେଙ୍ଗାଲୁରୁ,୨୯।୯: କର୍ନାଟକର ବେଙ୍ଗାଲୁରୁର ଏକ ବୋର୍ଡିଂ ସ୍କୁଲରେ କରୋନା ଆତଙ୍କ ସୃଷ୍ଟି ହୋଇଛି। ସ୍କୁଲର ୬୦ ଛାତ୍ରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଛାତ୍ରମାନଙ୍କୁ...

‘ଯଦି ଆମେ ଆମ ଭିତରେ ଲଢ଼େଇ କରିବା, ତେବେ ଭାଜପା ସହ କେମିତି ଲଢ଼ିବା’

ନୂଆଦିଲ୍ଲୀ,୨୬।୮: ଯଦି ଆମେ ଆମ ଭିତରେ ଲଢ଼େଇ କରିବା, ତେବେ ଭାଜପା ସହ କେମିତି ଲଢ଼ିବା। କଂଗ୍ରେସ ନେତାମାନେ ପ୍ରଥମେ ଆର୍‌ଏସ୍‌ଏସ୍‌ ଓ ଭାଜପା ସହ...

‘ବଚପନ କା ପ୍ୟାର’ର ଗାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଜୟପୁର,୨୮।୭: ସୋସିଆଲ ମିଡିଆରେ ଏବେ ଘୁରି ବୁଲୁଛି ‘ବଚପନ କା ପ୍ୟାର’ ଗୀତର ଗାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ। ଏ ସମ୍ପର୍କରେ...

Advertisement
Archives

Model This Week