କରୋନା ରୋକିବା ଲାଗି ସରପଞ୍ଚଙ୍କ ଶପଥ ପାଠ

ଭଣ୍ଡାରିପୋଖରୀ,୧୪ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଂଗୀତା ଖଣ୍ଡେଇଙ୍କ ତତ୍ତ୍ୱାବଧାନରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଲଣାସ୍ଥିତ କ୍ୱାରାଣ୍ଟାଇନ୍‌ ଶିବିରରେ ଥିବା ପ୍ରବାସୀମାନଙ୍କ ପାଇଁ ଅଙ୍ଗନଓ୍ବାଡ଼ି, ଆଶା କର୍ମୀ,ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ସିଆରସିସି,ନୋଡାଲ ଅଧିକାରୀମାନେ କାର୍ଯ୍ୟରେ ଲାଗିଛନ୍ତି। ପ୍ରାରମ୍ଭରେ ସରପଞ୍ଚ ଖଣ୍ଡେଇ ସମସ୍ତ କର୍ମଚାରୀଙ୍କୁ ନିଷ୍ଠାର ସହ କାମ କରୁଥିବାରୁ ପ୍ରଶଂସା ସହ ସାଧୁବାଦ ଜଣାଇଥିଲେ। ପଞ୍ଚାୟତରେ ମହାମାରୀ କରୋନା ରୋକିବା ପାଇଁ ଦିଆଯାଇଥିବା ଦାୟିତ୍ୱ ନିଷ୍ଠାର ସହ ପାଳନ କରିବା ବାର୍ତ୍ତା ନେଇ ସରପଞ୍ଚ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ଶପଥ ପାଠ ଉତ୍ସବରେ ମନୋଜ ମିଶ୍ର, ଅଜିତ ବେହେରା, ଜୟ ପ୍ରକାଶ ସାହୁ, ଯଶୋବନ୍ତ ସେନାପତି, ସିଆରସିସି, ଶିକ୍ଷକ,ଅଙ୍ଗନଓ୍ବାଡି, ଆଶା କର୍ମୀ୍‌ମାନଙ୍କୁ ସରପଞ୍ଚ ଶପଥ ପାଠ କରାଇଥିଲେ। କାର୍ଯ୍ୟକ୍ରମକୁ ରାଜେନ୍ଦ୍ର ଖଣ୍ଡେଇ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୯ ନଂ. ଜୋନ୍‌ ପାଇଁ ତୀବ୍ର ଲଢ଼େଇ

ନିମାପଡ଼ା,୪।୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା,...

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ...

ବେଲପାହାଡ଼ ଦଖଲ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲାର ବେଲପାହାଡ଼ ପୌର ପରିଷଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ପୌରାଧ୍ୟକ୍ଷ ଭାବେ କଂଗ୍ରେସ ପ୍ରାର୍ଥୀ ନିମାଇଁ ଚରଣ ପଣ୍ଡା...

୩ ପ୍ରମୁଖ ଦଳର ପ୍ରଚାର ଜୋର୍‌ଦାର: ମୁଖ୍ୟ ପ୍ରସଙ୍ଗ ମେଡିକାଲ କଲେଜ

ଭଦ୍ରକ ଅଫିସ, ୨୫।୪ – ଭଦ୍ରକ ଲୋକ ସଭା ଓ ବିଧାନସଭା ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଛି। ଏଥିରୁ ବାଦ୍‌...

ଅନୁଗୋଳ କଲେଜ ଛାତ୍ରଙ୍କ ସାହିତ୍ୟ କୃତି:ପ୍ରକାଶ କଲେ ୨୨୪ ପୃଷ୍ଠାର ଉପନ୍ୟାସ

ଅନୁଗୋଳ ଅଫିସ, ୯।୭ ମାତ୍ର ୨୦ ବର୍ଷ ବୟସରେ ୨୨୪ ପୃଷ୍ଠାର ଉପନ୍ୟାସ ଲେଖିଛନ୍ତି ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ପ୍ରଭୁ କଲ୍ୟାଣ ସିଂ।...

ବନସ୍ତେ ଡାକିଲା ଗଜ…

ଉତ୍ସବ ମୁଖର କେନ୍ଦୁଝର ଆଦିବାସୀ ଅଧ୍ୟୁଷିତ କେନ୍ଦୁଝରର ସଂସ୍କୃତି ସହ ରଜ ଓତଃପ୍ରୋତ ଭାବେ ଜଡ଼ିତ। ଏଥିଲାଗି ପିଲାଠୁ ବୁଢ଼ାଯାଏ ସମସ୍ତଙ୍କ ମନରେ ଭରିଥାଏ ଉନ୍ମାଦନା।ନୂଆ...

ସମ୍ବଲପୁର ଜିଲାପାଳଙ୍କଠାରେ ଫେରାଦ ହେଲେ ପରୀକ୍ଷାରୁ ବାଦ୍‌ ପଡ଼ିଥିବା ଛାତ୍ରୀଛାତ୍ର

ସମ୍ବଲପୁର,୫।୩(ବ୍ୟୁରୋ):ସମ୍ବଲପୁର ଜିଲା ଧନୁପାଲି ଥାନା ଏକ ଅଣସ୍ବୀକୃତି ପ୍ରାପ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଯୁକ୍ତ ୨ କଳା ପରୀକ୍ଷା ଦେବାରୁ ବାଦ୍‌ ପଡ଼ିଥିଲେ। ଗୁରୁବାର ଛାତ୍ରୀଛାତ୍ରମାନେ...

ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା

ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର...

Advertisement
Archives

Model This Week