ଭୁବନେଶ୍ୱର,୨୫।୪:କରୋନା ଲଢ଼େଇରେ ଡବ୍ଲ୍ୟୁଏଫ୍ଏଫ୍ ଇଣ୍ଡିଆ ପକ୍ଷରୁ ଯୋଗଦାନ ରଖାଯାଇଛି। ସ୍ମାର୍ଟ ଚିପ୍ ପ୍ରାଇଭେଟ ଲିମିଟେଡ୍ର ମିଳିତ ସହଯୋଗରେ ଡବ୍ଲ୍ୟୁଏଫ୍ଏଫ୍ ଇଣ୍ଡିଆ ପକ୍ଷରୁ ଗଞ୍ଜାମର ପୋଡ଼ମପେଟା, ଗୋଖୁରକୁଦା ଏବଂ ପୁରୁଣାବନ୍ଧ ଗ୍ରାମବାସୀଙ୍କୁ ହ୍ୟାଣ୍ଡ ସାନିଟାଇଜର, ଶିଶୁ ଖାଦ୍ୟ, ଗ୍ରସେରି ସାମଗ୍ରୀ ପ୍ରଦାନ କରାଯାଇଛି। ଜିଲା ପ୍ରଶାସନର ପ୍ରକ୍ରିୟା ଅନୁସାରେ ବିଡିଓଙ୍କ ସହଯୋଗ କ୍ରମେ ଗ୍ରାମବାସୀଙ୍କ ନିକଟରେ ପହଞ୍ଚି ସାମଗ୍ରୀ ବଣ୍ଟନ କରାଯାଇଥିଲା। କରୋନା ଏହି ଗ୍ରାମଗୁଡିକରେ ଜୀବିକାକୁ ପ୍ରଭାବିତ କରିଥିବାରୁ ଲୋକମାନେ ଏବେ ଅସୁବିଧା ସାମ୍ନା କରୁଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…
ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…
ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!
ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…
୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍ ଉଠାଣ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…
ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…
ନୂଆଦିଲ୍ଲୀ,୧।୭: ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…
ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା
ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…
୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ
ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…
ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…
ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…
କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…
ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…
Archives

