କରୋନା ଲାଗି ୧୪୪ ଧାରା: ବ୍ରହ୍ମପୁରରେ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସ ବନ୍ଦ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୧୬।୩: କରୋନା ସଂକ୍ରମଣକୁ ରୋକିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଜନଗହଳିକୁ ଏଡ଼ାଇବା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସହରର ସମସ୍ତ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି। ପୂର୍ବାହ୍ନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ ଅନ୍ନପୂର୍ଣ୍ଣା ମାର୍କେଟ, ବଡ଼ବଜାର, ସାନବଜାର, ଗିରିମାର୍କେଟ ଅଞ୍ଚଳରେ ଥିବା ସମସ୍ତ ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରିଛନ୍ତି। ଜନଗହଳିପୂର୍ଣ୍ଣ ଗଣେଶ ମାର୍କେଟ, ସାଇ କମ୍ପ୍ଲେକ୍ସ, ଭିଟୁ, ବଜାର କୋଲ୍‌କାତା, ଭିମାର୍ଟ ଇତ୍ୟାଦି ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ଜିଲାପାଳ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?