କରୋନା ସଂକ୍ରମଣରୁ ରକ୍ଷା ପାଇଁ ସାବୁନ୍‌ ଓ ମାସ୍କ ବଣ୍ଟନ

ପଦ୍ମପୁର, ୨ା୪ (ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ବାସନ୍ତୀ କ୍ଲବର ସଦସ୍ୟମାନେ ବୁଧବାର କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗ୍ରାମବାସୀଙ୍କୁ ୧୫୦୦ ଶହ ସାବୁନ୍‌ ବଣ୍ଟନ କରିଛନ୍ତି। ଏଥିସହ ସାମାଜିକ ଦୂରତା ବଜାୟ ରଖିବା ସହ ପରିଷ୍କାର ପରିଚ୍ଛନ୍ନତା ରକ୍ଷା ପାଇଁ ଲୋକମାନଙ୍କୁ ସଚେତନ କରାଇଛନ୍ତି। କ୍ଲବର ନିତ୍ୟାନନ୍ଦ ରାଉତ, ଉପେନ୍ଦ୍ର କୁମାର ଦଳାଇ, ଜ୍ଞାନରଞ୍ଜନ ବାରିକ, ଟିଟୋ ଜେନା ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି। ସେହିପରି ଏଡ଼ତାଳଠାରେ ଗ୍ରାମବାସୀ ସରପଞ୍ଚଙ୍କ ସହ ମିଶି ବୃଦ୍ଧାବୃଦ୍ଧଙ୍କୁ ଚିହ୍ନଟ କରିବା ସହ ୨ଶହ ମାସ୍କ ବଣ୍ଟନ କରିଛନ୍ତି। ସରପଞ୍ଚ ଜୟକୃଷ୍ଣ ନାୟକ, ଗ୍ରାମବାସୀ ଅଭିମନ୍ୟୁ ପଲେଇ, ଅଜିତ ମହାରଣା, ରବୀନ୍ଦ୍ର ମହାପାତ୍ର, ହେପି ମହାପାତ୍ର, ରତିକାନ୍ତ ମଳିକ ପ୍ରମୁଖ ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?