କରୋନା ସଂକ୍ରମଣରେ ଟେଲିଭିଜନ ଖବରଦାତାଙ୍କ ମୃତ୍ୟୁ

ହାଇଦ୍ରାବାଦ,୮।୬: ତେଲେଙ୍ଗାନାର ଜଣେ ଟେଲିଭିଜନ ଖବରଦାତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପହିଛି। ୩୩ ବର୍ଷର ଉକ୍ତ ଖବରଦାତା ଜଣକ ଏକ ତେଲଗୁ ଟେଲିଭିଜନ ଚ୍ୟାନେଲରେ କାମ କରୁଥିବା ବେଳେ ରବିବାର ସକାଳେ ତାଙ୍କର ହାଇଦ୍ରାବାଦର ଗାନ୍ଧୀ ହସ୍ପିଟାଲରେ ମୃତ୍ୟୁ ହୋଇଛି। ଜୁନ୍‌ ୪ରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ହସ୍ପିଟାଲରେ ଭର୍ତ୍ତି ହେବା ବେଳକୁ ସେ ନିମୋନିଆରେ ପୀଡ଼ିତ ଥିଲେ ଓ ଶ୍ୱାସ ପ୍ରଶ୍ୱାସରେ ନେବାରେ କଷ୍ଟ ଅନୁଭବ କରୁଥିଲେ। ଏହାସହ ତାଙ୍କର ଆଉ କିଛି ସ୍ବାସ୍ଥ୍ୟ ସମସ୍ୟା ରହିଥିଲା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୩ ଦିନର କରୋନା ଲଢେଇରେ ଜିତିଲେ ବୃଦ୍ଧ

ଅହମ୍ମଦାବାଦ, ୧୮।୧୨-କରୋନାକୁ ହରାଇଛନ୍ତି ଜଣେ ବୃଦ୍ଧ। ଦୀର୍ଘ ୧୧୩ ଦିନ ଧରି କରୋନା ସହ ଲଢେଇ କରି ବୃଦ୍ଧ ଜଣକ ସୁସ୍ଥ ହୋଇ ଫେରିଛନ୍ତି ଘରକୁ...

ତାଲିକାରୁ ବାଦ୍‌ ପଡ଼ିଲେ ୮୭ ରାଜନୈତି ଦଳ

ନୂଆଦିଲ୍ଲୀ,୨।୬: ନିର୍ବାଚନ କମିଶନ ଯାଞ୍ଚ କରିବା ପରେ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ(ଆର୍‌ୟୁପିପି) ତାଲିକାରୁ ୮୭ ଦଳକୁ ବାଦ୍‌ ଦେଇଛନ୍ତି। ନିୟମ ଓ ନିର୍ବାଚନ ଆଇନର...

ମା’ଙ୍କ ସାମ୍ନାରେ ପୁଅକୁ ଗୁଳି, କୋଳରେ ଟଳିପଡି ଏମିତି କହିଲେ ପୁଅ

ଲକ୍ଷ୍ନୌ,୧୩।୮: ଉତ୍ତରପ୍ରଦେଶର ହାପୁର ଜିଲାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମା’ ସହିତ ଯାଉଥିବା ଜଣେ ୧୮ ବର୍ଷ ବୟସ୍କ ଯୁବକଙ୍କୁ ଅପରାଧୀମାନେ ହତ୍ୟା...

ତାମିଲନାଡୁରେ ପ୍ରବଳ ବର୍ଷା: ୮ ମୃତ, ସ୍କୁଲ୍‌, କଲେଜ ବନ୍ଦ

ଚେନ୍ନାଇ,୨୭।୧୧: ତାମିଲନାଡୁରେ ଶୁକ୍ରବାରଠାରୁ ଲାଗି ରହିଥିବା ପ୍ରବଳ ବର୍ଷାରେ ୮ ଜଣଙ୍କ ଜୀବନ ଯାଇଛି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କେକେଏସ୍‌ଏସ୍‌ଆର୍‌ ରାମଚନ୍ଦ୍ରନ୍‌ ଏହି ସୂଚନା...

ପ୍ରବଳ ବର୍ଷା: ଜାତୀୟ ରାଜପଥରେ ବଡ଼ ଫାଟ

ବେଙ୍ଗାଲୁରୁ,୬।୮: ପ୍ରବଳ ବର୍ଷାଯୋଗୁ କର୍ନାଟକର କେତେକ ଜିଲାର ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସ୍ଥାନୀୟ ବେଲଗାବି ଜିଲାର ନିପ୍ପାନି ଠାରେ ଥିବା ଜାତୀୟ ରାଜପଥ-୪ରେ ପ୍ରବଳ...

ନେତାଜୀଙ୍କ ସମ୍ପର୍କରେ ପ୍ରଚାରିତ ହୋଇଛି ମିଥ୍ୟା କାହାଣୀ…

ନୂଆଦିଲ୍ଲୀ, ୨୧।୮ : ନେତାଜୀ ସୁଭାଷ ବୋଷଙ୍କ ନାତି ତଥା ବିଶିଷ୍ଟ ଐତିହାସିକ ସୁଗାତା ବୋଷ ଅଭିଯୋଗ କରିଛନ୍ତି ଯେ ନେତାଜୀଙ୍କ ଲୋକପ୍ରିୟତାର ସୁଯୋଗ ନେବାକୁ...

୨ ଖବରଦାତାଙ୍କୁ ମିଳିଲା ଜାମିନ

ଅଗରତାଲା, ୧୫।୧୧: ତ୍ରିପୁରା ସାମ୍ପ୍ରଦାୟିକ ହିଂସା ସମ୍ପର୍କିତ ଉତ୍ତେଜନା ସୃଷ୍ଟିକାରୀ ଖବର ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ଗିରଫ ୨ ମହିଳା ଖବରଦାତାଙ୍କୁ ସୋମବାର ତ୍ରିପୁରାର...

ଅମରନାଥ ଯାତ୍ରା: ଭାଙ୍ଗିଲା ୫ ବର୍ଷର ରେକର୍ଡ ୩.୬୫ ଲକ୍ଷ ଶ୍ରଦ୍ଧାଳୁ କଲେ ବାବାଙ୍କ ଦର୍ଶନ

ଶ୍ରୀନଗର,୧୩ ।୮: କରୋନା ମହାମାରୀ ପରେ ଚଳିତ ବର୍ଷ ଆରମ୍ଭ ହୋଇଥିବା ବାବା ଅମରନାଥଙ୍କ ଦର୍ଶନ କରିଥିବା ଶ୍ରଦ୍ଧାଳୁ ଗତ ୫ ବର୍ଷର ରେକର୍ଡ ଭାଙ୍ଗିଛନ୍ତି...

Advertisement
Archives

Model This Week