କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି। ଏନେଇ ଦକ୍ଷିଣ ଆଫ୍ରିକା ଉପରାଷ୍ଟ୍ରପତି ଡେଭିଡ୍‌ ମାବୁଜା ବୁଧବାର ସୂଚନା ଦେଇଥିଲେ। ଏଚ୍‌ଆଇଭି ବିରୋଧରେ ସଂଗ୍ରାମ ଜାରି ରଖିଥିବା ଜଣେ ଅଭିଜ୍ଞଙ୍କୁ ଦକ୍ଷିଣ ଆଫ୍ରିକା ହରାଇଥିବା ସେ ଭାବବିହ୍ବଳ ହୋଇ କହିଛନ୍ତି। କରୋନା ସଙ୍କଟ ସମୟରେ ସାରା ପୃଥିବୀ ଗୀତାଙ୍କଠାରୁ କିଛି ଆଶା କରୁଥିବାବେଳେ ତାଙ୍କର ପରଲୋକ ହୋଇଛି। ଏହା ସମଗ୍ର ପୃଥିବୀର ମାନବ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଉପରାଷ୍ଟ୍ରପତି କହିଛନ୍ତି। ସୂଚନାଯୋଗ୍ୟ, ଗୀତା ଏଚ୍‌ଆଇଭି ଉପରେ ଗବେଷଣା କରି ସେ ବିଶ୍ୱସ୍ତରରେ ବେଶ୍‌ ଖ୍ୟାତି ହାସଲ କରିଥିଲେ। ସେ ଏହାର ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଦୀର୍ଘଦିନ ଧରି ପ୍ରୟାସ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଲାବ୍‌ରେ କରୋନା ଔଷଧ

ବେଜିଂ,୨୧ା୫: ଚାଇନାର ଏକ ଲାବରେଟୋରିରେ ଏଭଳି ଔଷଧ ବିକଶିତ କରାଯାଇଛି, ଯାହା ମହାମାରୀ କରୋନା ଭାଇରସ୍‌କୁ ରୋକିପାରିବ ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି। ସେମାନେ କହିଛନ୍ତି...

କେନ୍ଦ୍ର ସରକାର ନ ଦେଲେ ବି ଆମେ ମାଗଣାରେ ଦେବୁ କରୋନା ଟିକା: କେଜରିୱାଲ

ନୂଆଦିଲ୍ଲୀ,୧୩ ।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବୁଧବାର ଏକ ବଡ ଘୋଷଣା କରିଛନ୍ତି । କରୋନା ଭାଇରସଠାରୁ ଦୂରେଇ ରହିବାକୁ ଏବେ କରୋନା ଭ୍ୟାକ୍ସିନ...

ଶହେ ବର୍ଷର ବୃଦ୍ଧା ପାଳିଲେ ୨୫ତମ ଜନ୍ମଦିନ

ଓ୍ବାଶିଂଟନ,୧।୩: ଆମେରିକାର ଜଣେ ବୃଦ୍ଧା ଡୋରିସ୍‌ କ୍ଲିଫ୍‌ ଶହେ ବର୍ଷ ବୟସରେ ୨୫ ତମ ଜନ୍ମଦିନ ପାଳନ କରିଛନ୍ତି। କଥାଟା ଅଡୁଆ ଲାଗୁଥିଲେ ବି ସତ।...

ଦିଲ୍ଲୀରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୪୯୦ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୪: ରାଜଧାନୀରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ୧ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବୁଧବାର ଦିଲ୍ଲୀରେ...

ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ...

ୟୁକ୍ରେନକୁ ସବୁ ପଟରୁ ଆକ୍ରମଣ କରିବ ରୁଷିଆ ସେନା: ପୁଟିନଙ୍କ ନିର୍ଦ୍ଦେଶ

ମସ୍କୋ,୨୭ ।୨: ୟୁକ୍ରେନର ରାଜଧାନୀ କ୍ୱିଭ ପାଇଁ ରବିବାର ରାତି ଏକ ଐତିହାସିକ ରାତି ହୋଇପାରେ । ରୁଷିଆ ସେନାଙ୍କ ପକ୍ଷରୁ ୟୁକ୍ରେନ୍ ଉପରେ ସମସ୍ତ...

୫୨ ତିମି ମୃତ

ଜାକର୍ତ୍ତା, ୨୧ା୨: ଇଣ୍ଡୋନେସିଆ ସମୁଦ୍ର କୂଳରୁ ୫୨ ତିମିର ମୃତଦେହ ମିଳିଛି। ସ୍ଥାନୀୟ ଅଧିକାରୀଙ୍କ ପକ୍ଷରୁ ଶୁକ୍ରବାର ଏ ନେଇ ସୂଚନା ଦିଆଯାଇଛି। ଗୁରୁବାର ଇଣ୍ଡୋନେସିଆର...

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା...

Advertisement
Archives

Model This Week