କରୋନା ସଂକ୍ରମଣ ପଛରେ ଚାଇନାର ହାତ: ପ୍ରମାଣ ମିଳିଲେ ପରିଣତି ହେବ ଭୟାବହ; ଚେତାବନୀ ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ସ୍ଥିତ ଲ୍ୟାବ୍‌ରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ତଦନ୍ତ ଜାରି ରହିଛି। ଏହି ମର୍ମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ପଛରେ ଚାଇନାର ହାତ ଥିବା କୁହାଯାଉଛି। ତେବେ ଏନେଇ ପ୍ରମାଣ ମିଳିଲେ ପରିଣତି  ଭୟାବହ ହେବା ସହିତ ଚାଇନା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। କରୋନା ସଂକ୍ରମଣ ସମ୍ପର୍କରେ ଚାଇନା କୌଣସି ଠିକ ତଥ୍ୟ ନ ଦେବାରୁ ସ୍ଥିତି ଅଧିକ ସଙ୍କଟ ଜନକ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri