କରୋନା ସଂକ୍ରମଣ ପଛରେ ଚାଇନାର ହାତ: ପ୍ରମାଣ ମିଳିଲେ ପରିଣତି ହେବ ଭୟାବହ; ଚେତାବନୀ ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ସ୍ଥିତ ଲ୍ୟାବ୍‌ରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ତଦନ୍ତ ଜାରି ରହିଛି। ଏହି ମର୍ମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ପଛରେ ଚାଇନାର ହାତ ଥିବା କୁହାଯାଉଛି। ତେବେ ଏନେଇ ପ୍ରମାଣ ମିଳିଲେ ପରିଣତି  ଭୟାବହ ହେବା ସହିତ ଚାଇନା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। କରୋନା ସଂକ୍ରମଣ ସମ୍ପର୍କରେ ଚାଇନା କୌଣସି ଠିକ ତଥ୍ୟ ନ ଦେବାରୁ ସ୍ଥିତି ଅଧିକ ସଙ୍କଟ ଜନକ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଟାନରେ ଯେତେବେଳେ ମୋଦିଙ୍କ ସାମ୍ନାରେ ଆସିଲେ ଆଉ ଜଣେ ମୋଦି

ଥିମ୍ପୁ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭାରତ ଗସ୍ତରେ ଗତ ୧୭ ତାରିଖରେ ଭୁଟାନ ଗସ୍ତ କରିଥିଲେ। ସେତେବେଳେ ବିମାନ ବନ୍ଦରରୁ ହିଁ ତାଙ୍କୁ...

ଆଜିଠୁ ଲକ୍‌ଡାଉନ୍‌ ୩

ନୂଆଦିଲ୍ଲୀ,୪ା୫(ପି.ଟି.): ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସୋମବାର ଆରମ୍ଭ ହେଉଛି। ୧୭ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ତାଲାବନ୍ଦ ବେଳେ କଟକଣାରେ ପର୍ଯ୍ୟାପ୍ତ...

ଯୁବବର୍ଗଙ୍କୁ ସଂକ୍ରମିତ କଲେ କରୋନା ଯୁଦ୍ଧରେ ହେବ ବିଜୟ!

ଲଣ୍ଡନ,୫।୫: ଏବେ ସାରା ବିଶ୍ୱ କରୋନା ଭାଇରସର ଚିକିତ୍ସା ପଦ୍ଧତି ଖୋଜିବାରେ ବ୍ୟସ୍ତ ରହିଛି। କିଛି ବିକାଶଶୀଳ ଦେଶ କରୋନା ଭ୍ୟାକ୍ସିନ ତିଆରି କରିବାରେ ଲାଗି...

ଛେଳି-ଫଳ ସବୁ କରୋନା ପଜିଟିଭ, ଟେଷ୍ଟ କିଟ୍‌ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି

ଦାର ଏସ୍‌ ସଲାମ,୪।୫: ଆଫ୍ରିକୀୟ ଦେଶ ତାଞ୍ଜାନିଆରେ କରୋନା ଟେଷ୍ଟ ପାଇଁ ବ୍ୟବହାର କରାଯାଉଥିବା କିଟ୍‌ ଗୁଡିକର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି ଜନ ମଗୁଫୁଲି।...

ଡ୍ରାଗନର ମିଛ ପଡ଼ିଲା ଧରା: ଗଲଓ୍ବାନରେ ୬୦ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା

ଓ୍ବାଶିଂଟନ, ୧୩।୯: ଗଲଓ୍ବାନ ଘାଟିରେ ଜୁନ୍‌ ୧୫ରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ...

ଭୟାବହ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଯୁବକ

ରୋମ,୨୭।୫: ରୋମ ସହରରେ ଥିବା ଏକ ଘରେ ଭିଷଣ ନିଆଁ ଲାଗିଯାଇଥିବାର ଏକ ଭିଡିଓ ସାମ୍‌ନାକୁ ଆସିଛି। ଯେଉଁଥିରେ ଜଣେ ଯୁବକ ନିଜର ଉପସ୍ଥିତି ବୁଦ୍ଧି...

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ...

ସିଙ୍ଗାପୁରରେ ଜୁନ୍‌ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ସିଙ୍ଗାପୁର,୨୧।୪: କରୋନା ଭାଇରସର ସଂକ୍ରମଣଙ୍କୁ ଦେଖି ବିଭିନ୍ନ ଦେଶରେ କ୍ରମାଗତ ଭାବେ ଲକ୍‌ଡାଉନ ଅବଧି ବୃଦ୍ଧି ହେବାରେ ଲାଗିଛି। ମଙ୍ଗଳବାର ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହେସେନ...

Coronavirus Update


Archives

Model This Week

Why Dharitri