କରୋନା ସଂକ୍ରମଣ ପ୍ରତିହତ ଲାଗି ବିଶୋଧକ ସିଞ୍ଚନ

ଡାବୁଗାଁ,୬ା୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ କରୋନା ସଂକ୍ରମଣ ପ୍ରତିହତ ଲାଗି ଡାବୁଗାଁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ରବିବାର ଅପରାହ୍ନରେ ବିଶୋଧକ ସିଞ୍ଚନ କରାଯାଇଛି। ଡାବୁଗାଁ ବ୍ଲକ ପ୍ରଶାସନ ପକ୍ଷରୁ ଅଗ୍ନିଶମ ବିଭାଗ ପକ୍ଷରୁ ଡାବୁଗାଁ ମୁଖ୍ୟ ରାସ୍ତା, ରାସ୍ତା ପାର୍ଶ୍ୱରେ ଥିବା ଦୋକାନ ଗୃହ, ହାଟ ଏବଂ ବିଭିନ୍ନ ସ୍ଥାନରେ ଏହି ବିଶୋଧକ ସିଞ୍ଚନ କରାଯାଇଛି। ଏହି ସମୟରେ ଡାବୁଗାଁ ବିଡିଓ ରଞ୍ଜିତାମେରି ନାୟକ, ଏବିଡିଓ ପଦ୍ମନାଭ ତ୍ରିପାଠୀ ଉପସ୍ଥିତ ଥିଲେ। ଡାବୁଗାଁ ଅଗ୍ନିଶମ କେନ୍ଦ୍ର ହାବିଲଦାର ମଙ୍ଗଳଦାନ ହିକ୍କକା ଓ ଅଗ୍ନିଶମ କର୍ମଚାରୀମାନେ ବିଶୋଧକ ସିଞ୍ଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri