କରୋନା ସଂକ୍ରମଣ: ବ୍ରିଟେନରେ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ

ଲଣ୍ଡନ,୭।୪: ବ୍ରିଟେନରେ କାର୍ଯ୍ୟରତ ଜଣେ ଭାରତୀୟ ଡାକ୍ତର ଜିତେନ୍ଦ୍ର କୁମାର ରାଥୋଡଙ୍କର କରୋନା ସଂକ୍ରମଣରେ ସୋମବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡାକ୍ତର ରାଥୋଡ ୧୯୭୭ରେ ବମ୍ବେ ବିଶ୍ୱବିଦ୍ୟାଳୟରୁ ମେଡିକାଲ ଡିଗ୍ରୀ ପାଇବା ପରେ ବ୍ରିଟେନ ଚାଲିଯାଇଥିଲେ। ସେଠାରେ ସେ ନ୍ୟାଶନାଲ ହେଲ୍‌ଥ ସର୍ଭିସରେ କାମ କରୁଥିଲେ। ତେବେ କରୋନା ସଂକ୍ରମଣରେ ସୋମବାର ତାଙ୍କର ମୃତ୍ୟୁ ହୋଇଥିବା ଓ୍ବାଲସ୍‌ର ପ୍ରତିନିଧିମାନେ ଜଣାଇଛନ୍ତି। ଡାକ୍ତର ରାଥୋଡ ସେଠାରେ ହୃଦରୋଗ ବିଭାଗରେ ଆସୋସିଏଟ ସ୍ପେଶାଲିଷ୍ଟ ଭାବେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ମୃତ୍ୟୁ ସଂଖ୍ୟା ୧୧ ଶହ ଟପିଲା …

ନୂଆଦିଲ୍ଲୀ, ୧।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪...

ମାନବିକତା ଦେଖାଇଲେ ବିଏସ୍‌ଏସ୍‌ଓ

ଜୁନାଗଡ଼,୨୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକରେ କାର୍ଯ୍ୟରତ ବିଏସ୍‌ଏସ୍‌ଓ(ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ) ତୁଷାର ରଞ୍ଜନ ସାହୁ ମାନବିକତା ଦେଖାଇଛନ୍ତି। ରାସ୍ତା କଡ଼ ଗଛ ତଳେ...

କିରଣ କୁମାରଙ୍କ ତୃତୀୟ କରୋନା ରିପୋର୍ଟ ନେଗେଟିଭ୍‌

ମୁମ୍ବାଇ,୨୭।୫: ଅଭିନେତା କିରଣ କୁମାର ମେ ୧୪ରେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସୁରକ୍ଷା ଦୃଷ୍ଟିରୁ ତାଙ୍କ...

ନାଗାସାକିରେ ଧ୍ୱଂସଲୀଳା ରଚିଥିଲା ‘ଫ୍ୟାଟମ୍ୟାନ୍‌’

ଟୋକିଓ,୯।୮:ଜାପାନର ନାଗାସାକି ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ...

ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ...

ଭ୍ରମରେ ରୁହନ୍ତୁନି ଯୁବବର୍ଗ; ବୟସ୍କଙ୍କ ଭଳି ସେମାନଙ୍କ ଉପରେ ବି କରୋନା ସଙ୍କଟ: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ, ୨୧।୩: ବୟସ୍କଙ୍କ ଭଳି ଯୁବବର୍ଗଙ୍କ କ୍ଷେତ୍ରରେ ବି କରୋନା ସଂକ୍ରମଣ ଆଶଙ୍କା ରହିଛି। ତେଣୁ ଯୁବବର୍ଗ ଭ୍ରମରେ ନ ରହି ଆବଶ୍ୟକ ସଚେତନତା ଏବଂ...

କୁଳଭୂଷଣଙ୍କୁ ଆଉ ମିଳିବନି ଆଇନଗତ ସହାୟତା

ଇସ୍‌ଲାମାବାଦ,୧୩-୯(ପି.ଟି.):ପାକିସ୍ତାନର ଜେଲରେ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀଙ୍କୁ ଉଚ୍ଚାୟୁକ୍ତଙ୍କ ଜରିଆରେ ଦ୍ୱିତୀୟ ଥର ପାଇଁ ଆଇନଗତ ସହାୟତା ଦେବାକୁ ମନାକରିଦେଇଛି ଇସ୍‌ଲାମାବାଦ। ଆଉ ଥରେ...

ଏଠି ନଷ୍ଟ ହେଉଛି ଲକ୍ଷ ଲକ୍ଷ ଡୋଜ କରୋନା ଟିକା

ନାଇରୋବି,୨୪ ।୩: କେନିୟା ଫେବୃୟାରୀ ୨୮ରେ ଏକ୍ସପାୟର ହୋଇଯାଇଥିବା ଏସ୍ଟ୍ରାଜେନିକା କୋଭିଡ-୧୯ ଭ୍ୟାକ୍ସିନର ୮୪୦,୦୦୦ ଡୋଜକୁ ନଷ୍ଟ କରିବାକୁ ଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ...

Advertisement
Archives

Model This Week