କରୋନା ସଂକ୍ରମଣ ଭୟ: ଚାଇନା ନୋଟ୍‌, କଏନ୍‌କୁ ଗୋଦାମରେ ଅଲଗା ରଖାଯାଉଛି

ବେଜିଂ,୧୬।୨: ଚାଇନାରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ପୃଥିବୀର ୨୭ରୁ ଅଧିକ ଦେଶରେ ଏହା ସଂକ୍ରମିତ ହୋଇଛି। ତେବେ ଏବେ ଚାଇନା ନୋଟ୍‌ ଓ କଏନ୍‌କୁ ନେଇ ସତର୍କ ରହିବାକୁ କୁହାଯାଉଛି। ଏହା ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା କରି ଚାଇନା ସରକାର ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି। କରୋନା ସଂକ୍ରମିତ ଥିବା ଅଞ୍ଚଳର କଏନ୍‌ ଓ ଟଙ୍କାକୁ ଅଲଗା ଗୋଦାମରେ ରଖାଯାଉଛି। ଇତିମଧ୍ୟରେ ଚାଇନା ସରକାରଙ୍କ ଦ୍ୱାରା ଏହି ଗୋଦାମରେ ୪ ହଜାର କୋଟି ୟୁହାନ ଜମା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୋଚନା ପାଇଁ ପୁଟିନ୍‌ଙ୍କୁ ନିମନ୍ତ୍ରଣ କଲେ ୟୁକ୍ରେନ୍‌ ରାଷ୍ଟ୍ରପତି

ମସ୍କୋ/କ୍ୱିଭ୍‌,୨୫।୨: ଶେଷରେ ମୁଣ୍ଡ ନୁଆଁଇଲା ୟୁକ୍ରେନ୍‌। ଦୁଇଦିନ ଧରି ରୁଷିଆର ଆକ୍ରମଣକୁ ଯଥା ସମ୍ଭବ ଜବାବ ଦେବାକୁ ଚେଷ୍ଟା କରିବା ପରେ ଏକ ପ୍ରକାର ହାର...

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ...

ପ୍ରଦୂଷଣ ବିରୋଧରେ ବିପ୍ଳବ: ଖାଦ୍ୟ ନଷ୍ଟ ରୋକିବାକୁ ଫ୍ରାନ୍ସର ପ୍ରୟାସ

ପ୍ୟାରିସ୍‌,୨୯ା୯: ପରିବେଶ ପ୍ରଦୂଷଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଏହାର ସମାଧାନ ଦିଗରେ ଫ୍ରାନ୍ସ ସରକାର ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି।...

ନିଜ ଦେଶର ବଙ୍କରରେ ସୁରକ୍ଷିତ ଅଛନ୍ତି ଜେଲେନ୍‌ସ୍କି

କ୍ୱିଭ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୧୦ ଦିନରେ ପହଞ୍ଚିଛି। ଶନିବାର ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ରକେଟ ମାଡ଼ କରାଯାଇଛି। ଗୋଟିଏ...

ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ: ଆଳୁ କିଲୋ ୨୦୦, ଗୋଟିଏ ଅଣ୍ଡାର ମୂଲ୍ୟ ୩୦ ଟଙ୍କା

କଲମ୍ବୋ,୩।୪: ଆର୍ଥିକ ସଙ୍କଟ ଯୋଗୁ ଶ୍ରୀଲଙ୍କାର ସ୍ଥିତି ପୂରା ଦୟନୀୟ ହୋଇଯାଇଛି। ଦେଶରେ ଖାଇବାକୁ ଖାଦ୍ୟ ନାହିଁ। ପିଇବାକୁ ପାଣି ନାହିଁ। ଲୋକମାନେ ଖାଦ୍ୟ, ଇନ୍ଧନ...

ଧଳା ହରିଣକୁ କରୋନା: ୮୦ ଭାରିଆଣ୍ଟ ଠାବ …

ଓ୍ବାଶିଂଟନ,୨।୨ : ଆମେରିକାରେ ଧଳା ହରିଣଠାରେ କରୋନା ମହମାରୀ ବ୍ୟାପିବା ନେଇ ଚିନ୍ତା ବଢ଼ିବାରେ ଲାଗିଛି। ହରିଣଙ୍କଠାରେ କରୋନା ଭୂତାଣୁ ମନୁଷ୍ୟ ତୁଳନାରେ ୮୦ ଥର...

ଶପିଂ ମଲରେ ଗୁଳିକାଣ୍ଡ,ସନ୍ଦିଗ୍ଧଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ବନ୍ଧୁକ ସଂସ୍କୃତି ଯୋଗୁ ବିଭିନ୍ନ ସମୟରେ ଗୁଳିକାଣ୍ଡ ଘଟଣା ଘଟିବାରେ ଲାଗିଛି। ଏଭଳି ଘଟଣା ଧୀରେଧୀରେ ବଢ଼ିବାରେ ମଧ୍ୟ ଲାଗିଛି। ସିଏନଏନ...

ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କଲେ ଯୁବକ

ଜାକର୍ତ୍ତା,୮।୪: ବିବାହରେ ବର କନ୍ୟା ବିଳାସପୂର୍ଣ୍ଣ ଦାମିକା ପୋଷାକ ପିନ୍ଧିଥାନ୍ତି। ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ...

Advertisement
Archives

Model This Week