Posted inଜାତୀୟ

କରୋନା ସଂକ୍ରମଣ ଯୋଗୁ ବାତିଲ ହେଲା ୧୬୮ ଟ୍ରେନ୍‌

ନୂଆଦିଲ୍ଲୀ,୧୯।୩: କରୋନା କବଳରେ ସାରା ବିଶ୍ୱ। ଏବେ ଏହା ଭାରତ ପାଇଁ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଏବେ ଭାରତରେ ଏହା ଷ୍ଟେଜ୍‌ ୨ରେ ଥିବାରୁ ଏହାକୁ ଦୂରେଇ ଦେବାକୁ ଚାଲିଛି ପ୍ରୟାସ। ଦେଶର ବିଭିନ୍ନ ସ୍ଥାନରେ ଏକ ପ୍ରକାର ଅଘୋଷିତ କର୍ଫ୍ୟୁ ଜାରି କଲାଭଳି ମନେ ହେଉଛି। ସହର ବଜାର ସବୁ ଯେମିତି ଖାଁ ଖାଁ ହୋଇଯାଇଛି। ବାହାରକୁ ଯାଆସ କରିବା ଏକ ପ୍ରକାର ବନ୍ଦ ହୋଇ ଯାଇଛି। ବିମାନ ବନ୍ଦରଠାରୁ ଆରମ୍ଭ କରି ରେଲଓ୍ବେ ଷ୍ଟେଶନ ପର୍ଯ୍ୟନ୍ତ ସବୁଠି ଯାତ୍ରୀଙ୍କ ସଂଖ୍ୟା କମ୍‌ ହୋଇଯାଇଛି। ଏହାକୁ ଦେଖି ଗୁରୁବାର ଭାରତୀୟ ରେଲଓ୍ବେ ପକ୍ଷରୁ ପ୍ରାୟ ୧୬୮ ଟ୍ରେନ୍‌କୁ ବାତିଲ କରାଯାଇଛି। ସେହିପରି ଚେନ୍ନାଇ ବିମାନ ବନ୍ଦରରୁ ୫୦ ଅନ୍ତରାଷ୍ଟ୍ରୀୟ ଉଡାଣ ଓ ପାଖାପାଖି ୩୪ ଘରୋଇ ଉଡାଣକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳବଦଳ ନିରୋଧୀ ଆଇନ ଗଣତନ୍ତ୍ର ବିରୋଧୀ: ତଥାଗତ

ନୂଆଦିଲ୍ଲୀ,୧୩।୧୨:ଦଳବଦଳ ନିରୋଧୀ ଆଇନକୁ ପୂର୍ବତନ ଏମ୍‌ପି ତଥାଗତ ସତପଥୀ କଡ଼ା ସମାଲୋଚନା କରିଛନ୍ତି। ଗୁରୁବାର ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ପକ୍ଷରୁ ଏଠାରେ ଆୟୋଜିତ ଦଳବଦଳ ନିରୋଧୀ ଆଇନ...

ହଜାରେ ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୨…

ନୂଆଦିଲ୍ଲୀ, ୭।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି...

ଲକ୍ଷ୍ନୌ ସଡ଼କରେ ଫୁଟିଲା ଗୁଳି

ଲକ୍ଷ୍ନୌ,୨।୨: ଉତ୍ତର ପ୍ରଦେଶର ଆଇନ ବ୍ୟବସ୍ଥାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଜଧାନୀ ଲକ୍ଷ୍ନୌର ହଜରତଗଞ୍ଜଠାରେ ରବିବାର ସକାଳେ ରାସ୍ତା ଉପରେ ଗୁଳିକରି ଅଖିଳ...

ଉତ୍ତରାଖଣ୍ଡ ନିର୍ବାଚନ: ମୋଦିଙ୍କ ପ୍ରଥମ ଭର୍ଚୁଆଲ ରାଲି ସ୍ଥଗିତ

ନୂଆଦିଲ୍ଲୀ,୪ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଖେଇ ଅସିଲାଣି । ତେବେ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ତାଙ୍କର ପ୍ରଥମ...

ନିଜର ନାମ ପରିବର୍ତ୍ତନ କରନ୍ତୁ ପ୍ରିୟଙ୍କା: ନିରଞ୍ଜନ ଜ୍ୟୋତି

ନୂଆଦିଲ୍ଲୀ,୩୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଇଥିବା ମନ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ସ୍ବାଧୀ ନିରଞ୍ଜନ ଜ୍ୟୋତି କଡ଼ା...

ଲୋକଙ୍କ ଉପରେ ମାଡ଼ିଗଲା ଅଡି କାର

ଯୋଧପୁର,୯।୧୧: ରାଜସ୍ଥାନ ଯୋଧପୁର ସହରର ଏମ୍ସ ରୋଡରେ ମଙ୍ଗଳବାର ଏକ ଭୟଙ୍କର ଦୃର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ଅଡି କାର ରାସ୍ତାରେ ଯାଉଥିବା...

ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇବାକୁ ଦାବି କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ: ବିଶ୍ୱର ୧୫ରୁ ଅଧିକ ଦେଶରେ ଏବେ ମାରାତ୍ମକ ‘ଓମିକ୍ରନ’ ଭାରିଏଣ୍ଟ ବ୍ୟାପି ଗଲାଣି। ବିଭିନ୍ନ ଦେଶରୁ ବିମାନ ଭାରତକୁ ଆସୁଛି। ଡିସେମ୍ବର ୧୫ରୁ ମଧ୍ୟ...

ସିଧୁଙ୍କ ହତ୍ୟାର ୫ଦିନ ପରେ ପୁଣି ବଢ଼ିଲା ଭିଆଇପିଙ୍କ ସୁରକ୍ଷା

ଚଣ୍ଡିଗଡ଼,୨।୬: ପଞ୍ଜାବ ସରକାର ୪୨୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ରାପର ଗାୟକ ସିଧୁ...

Advertisement
Archives

Model This Week