Posted inଜାତୀୟ

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି ପଶ୍ଚିମବଙ୍ଗରେ ୮ ସନ୍ଦିଗ୍ଧଙ୍କୁ ଚିହ୍ନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଏକ ଏଡଭାଇଜରି ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’ କରୋନା ସଂକ୍ରମଣ ରୋକିବାରେ ସକ୍ଷମ ହେବ। ତେଣୁ ଏହାକୁ ୩ ଦିନ ପର୍ଯ୍ୟନ୍ତ ଖାଲି ପେଟରେ ସେବନ କରିବାକୁ ସରକାରଙ୍କ ପରାମର୍ଶ ଦିଆଯାଇଛି। ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏହି ଏଡ଼ଭାଇଜରୀ ଜାରି କରାଯାଇଛି। ଏହାପରେ ଏକମାସ ପରେ ଏହି ଔଷଧ ପୁଣିଥରେ ମଧ୍ୟ ସେବନ କରାଯାଇପାରେ ବୋଲି ଏଥିରେ ପରାମର୍ଶ ଦିଆଯାଇଛି। କରୋନା ସଂକ୍ରମଣ ରୋକିବା ଲାଗି ତୁଳସୀ, ଗୋଲମରିଚ ଏବଂ ପିପ୍ପଳୀ ଚୂର୍ଣ୍ଣ ସେବନ କଲେ ମଧ୍ୟ ସୁଫଳ ମିଳିବ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୫ ଗ୍ରାମ୍‌ ଗୋଲମରିଚ ଏବଂ ପିପ୍ପଳୀ ଚୂର୍ଣ୍ଣକୁ ଏକ ଲିଟର ପାଣିରେ ୩ରୁ ୫ଟି ତୁଳସୀ ପକାଇ ଏହାକୁ ଅଧା ଲିଟର ହେବା ପର୍ଯ୍ୟନ୍ତ ଫୁଟାଇବା ପରେ ଏହାକୁ ଅଳ୍ପ ଅଳ୍ପ କରି ସେବନ କରିବାକୁ ହେବ ବୋଲି ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡିରେ ଲେଖାହୋଇଛି ନବାବ-ଦାରୁ: ଚିନ୍ତାରେ ପୋଲିସ, ନମ୍ବର ନ ଥାଇ କିପରି କାଟିବ ଚାଲାଣ

ଆଗ୍ରା,୧୩।୧୨: ଦେଶରେ ନୂଆ ମୋଟରଯାନ ଲାଗୁ ହେବା ପରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ହୋଇଛି। ଏଥିସହ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଏକ ଫଟୋ ଚାଲାଣର ବ୍ୟବସ୍ଥା...

ମୋରବି ଘଟଣା ଦୋଷୀଙ୍କ ବିରୋଧରେ ହେଉ ଇଡି-ସିବିଆଇ କାର୍ଯ୍ୟାନୁଷ୍ଠାନ : ମମତା…

କୋଲକାତା,୨।୧୧ : ଗୁଜରାଟର ମୋରବିରେ ଘଟିଥିବା ଝୁଲାପୋଲ ଦୁର୍ଘଟଣା ଦେଶ ତଥା ବିଶ୍ୱକୁ ଥରାଇ ଦେଇଛି। ଯେତେବେଳେ ବିଶ୍ୱର ବିଭିନ୍ନ ସ୍ଥାନରୁ ଲୋକମାନେ ଏହା ଉପରେ...

ହିମାଚଳପ୍ରଦେଶ-ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ,୧୨।୭: ହିମାଚଳ ପ୍ରଦେଶ ଏବଂ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି। ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର...

ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୫:ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ନିଜର ଏକ ରାଜନୈତିକ ଦଳ ଗଢିବା ନେଇ ଚର୍ଚ୍ଚା ଜୋର ଧରିଛି। ରାଜନୀତିରେ ପ୍ରବେଶ କରିବେ କି ନାହିଁ ସେନେଇ...

ଉପତ୍ୟକାରେ ଅନିଶ୍ଚିତତା

ନୂଆଦିଲ୍ଲୀ, ୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ଅତିରିକ୍ତ ୩୮ ହଜାର ସେନା ପ୍ରେରଣ କରିବା ପରେ ଏହାକୁ ନେଇ ଉପତ୍ୟକାରେ ଅନିଶ୍ଚିତତା ଜାରି ରହିଛି। ଆତଙ୍କବାଦୀ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ବିଏସ୍‌ପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାରର ଶେଷ ଦିନରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ନେତାଙ୍କ ଉପରକୁ ଆକ୍ରମଣ ହୋଇଛି। ବଦରପୁର ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା...

ତିନିମାସକୁ ବିଦ୍ୟୁତ ବିଲ୍‌ ୫୭ ଲକ୍ଷ ଟଙ୍କା

ଧୌଲାନା: ଘରେ ଜଳୁଛି ଗୋଟିଏ ବଲ୍‌ବ, ବୁଲୁଛି ଗୋଟିଏ ଫ୍ୟାନ, କିନ୍ତୁ ବିଦ୍ୟୁତ ବିଲ୍‌ ୫୭ ଲକ୍ଷ ଟଙ୍କାରୁ ବେଶି ଆସିଛି। ତିନିମାସକୁ ଏହି ଦେୟ...

ଏହି ମହିଳାଙ୍କ ସାହସକୁ ସଲାମ୍‌: ୭୧ ବର୍ଷ ବୟସରେ କରିଦେଖାଇଲେ ଏମିତି

ଡେରାଡୁନ୍‌,୧୧।୫: ଶିକ୍ଷା ଗ୍ରହଣ ପାଇଁ କୌଣସି ନିର୍ଦ୍ଦିଷ୍ଟ ବୟସ ସୀମା ନ ଥାଏ।ଯଦି ଆଗ୍ରହ ଥାଏ, ବୟସ ଅଧ୍ୟୟନ ପଥରେ କଣ୍ଟା ସାଜେ ନାହିଁ। ଉତ୍ତରାଖଣ୍ଡର...

Advertisement
Archives

Model This Week