କରୋନା ସଂକ୍ରମଣ: ଲିଭର ଖରାପ ହେବାରୁ କଳା ପଡ଼ିଗଲା ୨ ଡାକ୍ତରଙ୍କ ତ୍ୱଚା ରଙ୍ଗ

ବେଜିଂ,୨୨।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଉଦ୍ୟମ ମଧ୍ୟ ଅବ୍ୟାହତ ରହିଛି। କରୋନା ସଂକ୍ରମଣ ଯୋଗୁ ଶ୍ୱାସନଳୀରେ ସଂକ୍ରମଣ ହେବାସହିତ ଲିଭର ମଧ୍ୟ ପ୍ରଭାବିତ ହୋଇଥାଏ। ଏହାପରେ କିଡ୍‌ନୀ ଖରାପ ହୋଇଯାଏ ବୋଲି ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚାଇନାର ଉହାନରେ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ୨ ଡାକ୍ତର କରୋନା ପଜିଟିଭ୍‌ ହୋଇଥିଲେ। କିଛିଦିନ ପରେ ସେମାନଙ୍କର ଲିଭର ଖରାପ ହୋଇଯାଇଥିଲା। ଏହାପରେ ସେମାନଙ୍କ ତ୍ୱଚା ରଙ୍ଗରେ ପରିବର୍ତ୍ତନ ଆସିଥିଲା। ସେମାନେ କଳା ପଡ଼ିଯାଇଥିଲେ। ଏବେ ସେମାନେ ସୁସ୍ଥ ଅଛନ୍ତି। ଶରୀରରେ ହରମୋନ୍‌ସ୍ତରରେ ସନ୍ତୁଳନ ନ ହୋଇ ପାରିବାରୁ ସେମାନଙ୍କର ରଙ୍ଗ ଏଭଳି ହୋଇଥିବା ସେମାନଙ୍କର ଚିକିତ୍ସା କରୁଥିବା ବରିଷ୍ଠଡାକ୍ତରମାନେ କହିଛନ୍ତି। ହୃଦରୋଗ ବିଶେଷଜ୍ଞ ଡାକ୍ତର ୟି ଫେନ୍‌ ଏବଂ ଡାକ୍ତର ହୁ ଓ୍ବାଇଫେଙ୍ଗ୍‌ଙ୍କ ଠାରେ କରୋନା ଲକ୍ଷଣ ଦେଖାଯିବାରୁ ସେମାନଙ୍କୁ ୧୮ ଜାନୁୟାରୀରେ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୩୯ ଦିନ ପରେ ୟି ଫେନ୍‌ ସୁସ୍ଥ ହୋଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri