କରୋନା ସଂକ୍ରମଣ ସମୟରେ ଶାରୀରିକ ସମ୍ପର୍କ କେତେ ସୁରକ୍ଷିତ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। କେହିକେହି ଏହା ମଶାଦ୍ୱାରା ବ୍ୟାପୁଥିବା କହି ଲୋକଙ୍କୁ ଭ୍ରମିତ କରୁଛନ୍ତି। ଅପରପକ୍ଷରେ କେତେକ ଏହା ଶାରୀରିକ ସମ୍ପର୍କ ଦ୍ୱାରା ଜଣଙ୍କଠାରୁ ଅନ୍ୟ ଜଣକୁ ସଂକ୍ରମିତ ହେଉଥିବା କହି ଲୋକଙ୍କ ମଧ୍ୟରେ ଅଯଥା ଭୟ ସୃଷ୍ଟି କରୁଛନ୍ତି। ଫଳରେ ଲୋକଙ୍କ ମଧ୍ୟରେ ଶଙ୍କା ଏବଂ ଆଶଙ୍କା ବଢ଼ିବାରେ ଲାଗିଛି। ତେବେ ପ୍ରକୃତ ପକ୍ଷେ କରୋନା କେବେ ମଧ୍ୟ ଶାରୀରିକ ସମ୍ପର୍କ ଦ୍ୱାରା ବ୍ୟାପେ ନାହିଁ ବୋଲି ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି। ମାତ୍ର ଯଦି ସାଥୀଙ୍କୁ କରୋନା ସଂକ୍ରମଣ ହୋଇଛି ତେବେ ଏପରିସ୍ଥଳେ ସେ ସମ୍ପୂର୍ଣ୍ଣ ସୁସ୍ଥ ନ ହେବା ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ ରକ୍ଷା କରିବା ଅନୁଚିତ। କରୋନା ଭୂତାଣୁ ଲାଳଦ୍ୱାରା ମଧ୍ୟ ସଂକ୍ରମଣ ହୋଇପାରେ। ତେଣୁ ସଂକ୍ରମିତ ବ୍ୟକ୍ତି ତାଙ୍କ ସାଥୀ ଅବା ପ୍ରିୟପରିଜନଙ୍କୁ ଆଲିଙ୍ଗନ କିମ୍ବା ଚୁମ୍ବନ ଦେବାଠାରୁ ଦୂରେଇ ରହିଲେ ସଂକ୍ରମଣର ଆଶଙ୍କା ଦୂର ହୋଇଥାଏ ବୋଲି ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା: ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪

ପ୍ୟାରିସ୍‌, ୧୮।୧୨: ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶରେ ମୋଟ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଚଳିତ ବର୍ଷ...

ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ...

ରହିବନି ଷ୍ଟ୍ରେଚ୍‌ମାର୍କ

ଚନ୍ଦନ ପ୍ୟାକ୍‌ : ଚନ୍ଦନରେ ରହିଛି ଅନେକ ଉପକାରୀ ଗୁଣ। ତେଣୁ ଏହା ଏକ ଆୟୁର୍ବେଦିକ ବିୟୁଟି ପ୍ରଡକ୍ଟ ଭାବେ ମଧ୍ୟ ପରିଚିତ। ପେଟରେ ହେଇଥିବା...

ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ: ଅଭେଦ୍ୟ କିଲ୍ଲାରେ ପରିଣତ ହେଲା ଓ୍ବାଶିଂଟନ

ଓ୍ବାଶିଂଟନ,୧୯।୧: ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଜାନୁୟାରୀ ୨୦ରେ ଶପଥ ନେବାକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦେଶର ୫୦ଟି ରାଜ୍ୟରେ ସୁରକ୍ଷା...

ପ୍ରତି ୧୫ ସେକେଣ୍ଡରେ ଯାଉଛି ଜଣେ କରୋନା ରୋଗୀଙ୍କ ଜୀବନ, ଜାଣନ୍ତୁ ବିଶ୍ୱରେ ମୃତ୍ୟୁ ସଂଖ୍ୟା କେତେ

କରୋନା ଜୀବାଣୁ ସାରା ବିଶ୍ୱରେ ବିପର୍ଯ୍ୟୟ ଘଟାଇବାରେ ଲାଗିଛି। ସଂକ୍ରମିତ ଏବଂ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ବିଶ୍ୱରେ ପ୍ରାଣ ହରାଇଥିବା କରୋନା ରୋଗୀଙ୍କ...

ଖୁସି ଖବର: ମହାରାଷ୍ଟ୍ରର କିଛି ଜିଲା ହେଲା କରୋନା ମୁକ୍ତ

ମୁମ୍ବାଇ,୧୧।୪: ମହାରାଷ୍ଟ୍ର ଏବେ କରୋନା ସଂକ୍ରମଣରେ ସବୁଠାରୁ ଆଗରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଛି। ହେଲେ ଖୁସିର କଥା ହେଉଛି...

ତଳମୁହାଁ କରୋନା ଗ୍ରାଫ୍‌: ୨ବର୍ଷ ପରେ ମୁମ୍ବାଇରେ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ମୁମ୍ବାଇ,୨୧।୨: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ହେଲେ ଦୈନିକ ସଂକ୍ରମଣ ପୂର୍ବପେକ୍ଷା ବହୁତ କମ୍‌ ରହିଛି। ଗତ ୨ବର୍ଷ ହେଲାଣି ମହାରାଷ୍ଟ୍ରରେ...

ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ...

Advertisement
Archives

Model This Week