କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଶନିବାର ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୯ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ମାତ୍ର ଚିହ୍ନଟ ନୂଆ ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ବୋଲି ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ...

ଆତ୍ମହତ୍ୟା କଲେ ଯୁବକ

ଆରଡି, ୫।୧୨, (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ଖଟୁଆ ପାଟଣା ଗାଁର ଚିନ୍ତାମଣି ମୁଦୁଲି (୨୩) ବୁଧବାର ସନ୍ଧ୍ୟାରେ ଆତ୍ମହତ୍ୟା କରିଛନ୍ତି। ଘରଠାରୁ...

ଗାଁକୁ ମାଡ଼ୁଛି ସୁବର୍ଣ୍ଣରେଖା

ବାରିପଦା ଅଫିସ,୨୦ା୧୦- ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟ ଦେଇ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀ। ଏହି ନଦୀ ମୟୂରଭଞ୍ଜ ଜିଲାର ଦୁଇଟି ବ୍ଲକ ମଧ୍ୟଦେଇ...

ଗାଡ଼ି ଧକ୍କାରେ ହରିଣର ଜୀବନ ଗଲା : ମୃତ ହରିଣ ସହିତ ଗାଡ଼ି ଜବତ

ତେଲକୋଇ,୪।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ହନୁମତିଆ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜାଇଲୋ ଗାଡି ଧକ୍କାରେ ଏକ ହରିଣର ମୃତ୍ୟୁ ଘଟିଛି । ଦୋବଲାପାଳ...

ମା’ଙ୍କୁ କାନ୍ଧଦେଇ ଅନ୍ତିମ ସଂସ୍କାର କଲେ ୬ ଝିଅ

ସମ୍ବଲପୁର,୧୦ା୨(ବ୍ୟୁରୋ): ମା’ଙ୍କୁ କାନ୍ଧଦେଇ ଝିଅମାନେ ଅନ୍ତିମ ସଂସ୍କାର କରାଇବା ଘଟଣା ଗୁରୁବାର ସମ୍ବଲପୁର ସହରରେ ମୁଖ୍ୟ ଆଲୋଚନାର ବିଷୟ ହୋଇଛି। ସୂଚନା ଅନୁସାରେ ହୀରାକୁଦ ହିଣ୍ଡାଲ୍‌କୋ...

ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ

ଖଇରା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍‌ ହାଉସ ଏବେ...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଆସିବ କରୋନା ଭ୍ୟାକ୍ସିନ

ମସ୍କୋ,୭।୮: କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କାମରେ ପ୍ରାୟ ସମସ୍ତ ବିକାଶଶୀଳ...

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି...

Advertisement
Archives

Model This Week