କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ମଣିଷ ଶରୀରର ରୋଗପ୍ରତିରୋଧକ କ୍ଷମତା ମୁଖ୍ୟତଃ ନ୍ୟୁଟ୍ରୋଫିଲ୍‌ ଏବଂ ଲିମ୍ଫୋସାଇଟ୍‌ ଉପରେ ନିର୍ଭର କରିଥାଏ। ଶରୀରରେ ନ୍ୟୁଟ୍ରୋଫିଲ୍‌ ଏବଂ ଲିମ୍ଫୋସାଇଟ୍‌ର ଅନୁପାତକୁ ବିଶେଷଜ୍ଞ ଏନ୍‌ଏଲ୍‌ଆର୍‌ ବାୟୋମାର୍କର କହିଥାନ୍ତି। ଯେଉଁମାନଙ୍କ ଶରୀରରେ ଏନ୍‌ଏଲ୍‌ଆର୍‌ ବାୟୋମାର୍କର ସ୍ବାଭାବିକ ରହିଥାଏ, ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା କରୋନା ସଂକ୍ରମଣ ଦ୍ୱାରା ଅଧିକ ଗୁରୁତର ହୋଇ ନ ଥାଏ। ଏହାର ପରୀକ୍ଷା ସାଧାରଣ ପାଥୋଲୋଜି କ୍ଲିନିକ୍‌ରେ ୪୦-୫୦ ଟଙ୍କାରେ ହୋଇପାରିଥାଏ। ଅତି ସାଧାରଣ ପରୀକ୍ଷା ଭଳି ଏହା ଜଣାପଡ଼ିଥାଏ। ମାତ୍ର କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବକି ନାହିଁ ତାହା ଏହି ପରୀକ୍ଷା ରିପୋର୍ଟରୁ ସହଜରେ ଆକଳନ କରାଯାଇପାରିଥାଏ ବୋଲି ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଥି ପନିର

ଆବଶ୍ୟକ ସାମଗ୍ରୀ: ମେଥି ଶାଗ- ୨କପ୍‌ (କଟା), ପନିର- ୧କପ୍‌ (କଟା), କ୍ଷୀର- ଅଧା କପ୍‌ରୁ କମ୍‌, ଟମାଟୋ- ୨ଟି (କଟା), ଅଦା ବଟା- ୧...

ଡାଇବେଟିସ୍‌ ହୋଇପାରେ ଆଲ୍‌ଜିମର୍ସର କାରଣ

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହି ରୋଗରେ ଆକ୍ରାନ୍ତ ହେବା ପରେ ଆମକୁ ଖାଦ୍ୟପେୟ ପ୍ରତି ସତର୍କ ରହିବାକୁ ପଡ଼ିଥାଏ। ତା’...

ଖୁସି ଖବର: ୫୦ ଟଙ୍କାରେ ମିଳିବ କରୋନା ଔଷଧ !

ନୂଆଦିଲ୍ଲୀ,୬।୮: ଦେଶର ଔଷଧ ନିର୍ମାଣକାରୀ କମ୍ପାନୀ ଲୁପିନ(Lupin) ବୁଧବାର କମ୍‌ ଓ ମଧ୍ୟମ ଲକ୍ଷଣ ଥିବା କରୋନା ଭାଇରସ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଆଣ୍ଟିଭାଇରାଲ ଔଷଧ...

ସଚେତନତା ହିଁ ସଫଳତାର ପୁଞ୍ଜି

ପ୍ରତିବର୍ଷ ମେ ମାସ ପ୍ରଥମ ମଙ୍ଗଳବାରକୁ ବିଶ୍ୱ ଆଜ୍‌ମା ଦିବସ ଭାବେ ପାଳନ କରାଯାଇଥାଏ। ଲୋକମାନଙ୍କ ମଧ୍ୟରେ ଆଜ୍‌ମା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି...

କରୋନା ମୃତ୍ୟୁ ସଂଖ୍ୟାକୁ ନେଇ ଅନୁମାନ ଲଗାଉଥିବା ଡବ୍ଲୁଏଚଓର କାର୍ଯ୍ୟପ୍ରଣାଳୀ ପ୍ରତି ପ୍ରଶ୍ନ ଉଠାଇଲା ଭାରତ

ନୂଆଦିଲ୍ଲୀ,୧୭ ।୪: ଦେଶରେ କୋଭିଡ-୧୯ ମୃତ୍ୟୁ ଆକଳନକୁ ନେଇ ଅନୁମାନ ଲଗାଉଥିବା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁ,ଚଓ)ର କାର୍ଯ୍ୟପ୍ରଣାଳୀ ଉପରେ ଭାରତ ପ୍ରଶ୍ନ ଉଠାଇଛି । ଶନିବାର...

ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍‌...

ମସୁଦ୍‌ ଅଜହରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବ ଜାତିସଂଘ: ଚାଇନା ଭିଟୋ ଅଧିକାର ନେବ ଫେରାଇ

ଓ୍ବାଶିଂଟନ, ୧।୫: ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଅଜହରଙ୍କୁ ଜାତିସଂଘରେ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବା ପାଇଁ ଏବେ ଆଉ କୌଣସି ବାଧା ନାହିଁ।...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଧୁଆଁ…

ପରିବର୍ତ୍ତିିତ ଜୀବନ ଶୈଳୀରେ କେତେକଙ୍କ ଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ଏହାର ନିରାକରଣ କିଛି ଘରୋଇ ଉପଚାର ଦ୍ୱାରା ମଧ୍ୟ ସମ୍ଭବ। ଘରେ...

Advertisement
Archives

Model This Week