କରୋନା ସଂକ୍ରମିତଙ୍କ ମୃତ୍ୟୁରେ ରାଷ୍ଟ୍ରୀୟ ଶୋକ ପାଳନ କଲା ଚାଇନା

ବେଜିଂ,୪।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନାରେ ଏବେ ପ୍ରାୟ ୬୦ ହଜାର ଲୋକଙ୍କ ଜୀବନ ଗଲାଣି। ତେବେ ଚାଇନାରେ କରୋନା ସହ ଲଢ଼ି ପ୍ରାୟ ୩,୩୦୦ ଲୋକଙ୍କ ଜୀବନ ଯାଇଥିବା ବେଳେ ଶନିବାର ଚାଇନା ସରକାର ଏମାନଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ଶୋକ ପାଳନ କରିଛନ୍ତି।ଚାଇନା ସମେତ ବିଦେଶରେ ଥିବା ସମସ୍ତ ଦୂତାବାସ ଓ ବାଣିଜ୍ୟ ଦୂତାବାସରେ ମଧ୍ୟ ଚାଇନା ପତାକାକୁ ଅର୍ଦ୍ଧ ନମିତ କରାଯାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଲକ୍‌ଡାଉନ୍‌କୁ ପୂରିଲା ବର୍ଷେ

ଉହାନ,୨୪।୧: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ସେଠାରେ ୨୦୨୦ ଜାନୁୟାରୀ ୨୩ ତାରିଖରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା।...

ମାସ୍କ ନାହିଁ ତ ପେଟ୍ରୋଲ ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର କଟକଣା ଲଗାଉଛନ୍ତି। ଏପରି କି ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ମଧ୍ୟ...

ମୃତ୍ୟୁସଂଖ୍ୟା ୫୦ ହଜାର ଟପିଲା

ଓ୍ବାଶିଂଟନ/ଲଣ୍ଡନ/ପ୍ୟାରିସ୍‌, ୩ା୪: ମହାମାରୀ କରୋନା ଭାଇରସ୍‌ ବିଶ୍ୱବ୍ୟାପୀ କାୟାବିସ୍ତାର କରିବାରେ ଲାଗିଛି। ପରିସ୍ଥିତି କ୍ରମଶଃ ଭୟଙ୍କର ହୋଇପଡ଼ିଛି। ବିଶ୍ୱର ୨୦୩ ଦେଶକୁ ସଂକ୍ରମିତ ହୋଇଥିବା ଏହି...

ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ...

ଅକ୍ସିଜେନ୍‌ ଯୋଗାଣରେ ବାଧା ଦେଲେ ଦିଆଯିବ ଲଟକାଇ : ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ପ୍ରତିଦିନ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ...

ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ

ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍‌...

ମାସ୍କ ନ ପିନ୍ଧି ୮୯,୪୦୦ ଟଙ୍କା ଜରିମାନା ଦେଲେ ଅମାନିଆ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା କିଛି ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ବାରମ୍ବାର ସଚେତନ...

ମାତା-ପିତାଙ୍କଠାରୁ ଅଲଗା ହୋଇଥିବା ୬୨୮ ଶିଶୁ ଆମେରିକା ସୀମାରେ: ଆଖିରେ ପରିବାରକୁ ଫେରିବା ସ୍ବପ୍ନ

ଓ୍ବାଶିଂଟନ,୩।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକାଳ ଆରମ୍ଭରେ କେତେକ ଶିଶୁ ସେମାନଙ୍କ ମାତା-ପିତା ଏବଂ ପରିବାରଠାରୁ ଅଲଗା ହୋଇଯାଇଥିଲେ। ଆମେରିକାରେ ଅନୁପ୍ରବେଶ କରୁଥିବା ସମୟରେ କରାଯାଇଥିବା...

Advertisement


Archives

Model This Week

Why Dharitri