କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୫୦ ଲକ୍ଷ: ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର

ଓ୍ବାଶିଂଟନ,୨୦।୫: ପୃଥିବୀରେ କରୋନା ମହାମାରୀ ଜାରି ରହିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୦ ଲକ୍ଷ ୨ ହଜାର ୫୯୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୭୨ ରହିଛି। ୧୯ ଲକ୍ଷ ୭୦ ହଜାର ୯୧୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ୭୦ ହଜାର ୫୮୩ ଥିବାବେଳେ ମୃତକଙ୍କ ସଂଖ୍ୟା ୯୩ ହଜାର ୬୩୩ ଛୁଇଁଛି। ସେହିପରି ରୁଷ୍‌ରେ ୩ ଲକ୍ଷ ୮ ହଜାର ୭୦୫ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୨,୯୭୨ ରହିିଛି। ସ୍ପେନ୍‌ରେ ୨ଲକ୍ଷ ୭୮ହଜାର ୮୦୩ ସଂକ୍ରମିତ ହୋଇଛନ୍ତି। ଏଠାରେ କରୋନା ସଂକ୍ରମଣରେ ୨୭ ହଜାର ୭୭୮ ଜଣଙ୍କ ଜୀବନ ଯାଇଛି। ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୧ ହଜାର ୮୮୫ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୧୭ ହଜାର ୯୮୩ ରହିଛି। ବ୍ରିଟେନରେ ମୋଟ ୨ ଲକ୍ଷ ୪୮ ହଜାର ୮୧୮ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୩୫ ହଜାର ୩୪୧ ରହିଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୨୬ ହଜାର ୬୯୯ ରହିଛି। ଏଠାରେ କରୋନା ସଂକ୍ରମଣରେ ୩୨ ହଜାର ୧୬୯ ଜଣଙ୍କକ ମୃତ୍ୟୁ ଘଟିଛି। ଫ୍ରାନ୍ସ୍‌ରେ ମୋଟ ଲକ୍ଷେ ୮୦ ହଜାର ୮୦୯ ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଏଠାରେ ୨୮ ହଜାର ୨୨ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri