କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୫୩ ଲକ୍ଷ: ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୪୦ ହଜାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୩ ଲକ୍ଷ ୬ ହଜାର ୨୩୭ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୭ ରହିଛି। ୨୧ ଲକ୍ଷ ୬୦ ହଜାର ୧୫୯ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ୪୫ ହଜାର ୯୪ ଥିବାବେଳେ ମୃତକଙ୍କ ସଂଖ୍ୟା ୯୭ ହଜାର ୬୪୭ ଛୁଇଁଛି। ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୮୨ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୨୧ ହଜାର ୧୧୬ ରହିଛି। ସେହିପରି ରୁଷ୍‌ରେ ୩ ଲକ୍ଷ ୨୬ ହଜାର ୪୪୮ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୩,୨୪୯ ରହିିଛି। ସ୍ପେନ୍‌ରେ ୨ଲକ୍ଷ ୮୧ ହଜାର ୯୦୪ ସଂକ୍ରମିତ ହୋଇଛନ୍ତି। ଏଠାରେ କରୋନା ସଂକ୍ରମଣରେ ୨୮ ହଜାର ୬୨୮ ଜଣଙ୍କ ଜୀବନ ଯାଇଛି। ବ୍ରିଟେନରେ ମୋଟ ୨ ଲକ୍ଷ ୫୪ ହଜାର ୧୯୫ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୩୬ ହଜାର ୩୯୩ ରହିଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୨୮ ହଜାର ୬୫୮ ରହିଛି। ଏଠାରେ କରୋନା ସଂକ୍ରମଣରେ ୩୨ ହଜାର ୬୧୬ ଜଣଙ୍କକ ମୃତ୍ୟୁ ଘଟିଛି। ଫ୍ରାନ୍ସ୍‌ରେ ମୋଟ ଲକ୍ଷେ ୮୨ ହଜାର ୨୧୯ ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଏଠାରେ ୨୮ ହଜାର ୨୮୯ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri