କରୋନା ସଂକ୍ରମିତ କଂଗ୍ରେସ ନେତାଙ୍କ ପରଲୋକ

ଅହମଦାବାଦ,୨୭।୪: ମହାମାରୀ କରୋନା ଭାଇରସ କବଳରେ ପଡି ଗୁଜରାଟର ବରିଷ୍ଠ କଂଗ୍ରେସ ନେତା ବଦରୁଦ୍ଦିନ ଶେଖଙ୍କର ରବିବାର ରାତିରେ ମୃତ୍ୟୁ ହୋଇଛି। ଗତ ପ୍ରାୟ ୮ ଦିନ ହେବ ସେ କରୋନାରେ ପୀଡିତ ଥିବା ବେଳେ ରବିବାର ଏସ୍‌ଭିପି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର କଂଗ୍ରେସ ନେତା ଶକ୍ତିସିଂ ଗୋହିଲ ପ୍ରଥମେ ଟୁଇଟ୍‌ କରି ଜଣାଇଥିଲେ। ସୂଚନାଯୋଗ୍ୟ, ଏପ୍ରିଲ ୧୫ରେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଏସ୍‌ଭିପି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ଗୁଜରାଟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩,୩୦୦ ହୋଇଥିବା ବେଳେ ଅହମଦାବାଦରେ ସର୍ବାଧିକ ସଂକ୍ରମିତ ରହିଛନ୍ତି। କେବଳ ଅହମଦାବାରେ ୨ହଜାରରୁ ଊର୍ଦ୍ଧ୍ୱ କାରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି ଲଗାଅ

ନୂଆଦିଲ୍ଲୀ,୨୦ା୬(ଆଇଏଏନ୍‌ଏସ୍‌): କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସମସ୍ତ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ଲଗାଇବା ଦିଗରେ ରାଜ୍ୟ ସରକାରମାନେ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି।...

ସ୍ତ୍ରୀଙ୍କୁ ହତ୍ୟାକରି ଡାକ୍ତର ଗିରଫ

ଲଖିମପୁର ଖେରି: ୧୫।୧୨: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଅଭିଷେକ ଅବସ୍ତି ନାମକ ଡାକ୍ତରଙ୍କୁ ପୋଲିସ ଗିରଫ କରିଛି। ଅଭିଷେକଙ୍କ ସ୍ତ୍ରୀ...

ଚାଷୀ ସମସ୍ୟା ନେଇ ସରକାରଙ୍କୁ ଘେରିଲା କଂଗ୍ରେସ: ଯନ୍ତର ମନ୍ତରରେ ଧାରଣାରେ ବସିଲେ ଅମରିନ୍ଦର-ସିଦ୍ଧୁ

ନୂଆଦିଲ୍ଲୀ,୪।୧୧: ଚାଷୀ ସମସ୍ୟା ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ,ନଭଜୋତ ସିଂ ସିଦ୍ଧୁ ଏବଂ ଅନ୍ୟ...

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା...

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): କିଛିଦିନ ଧରି ଓଡ଼ିଶାରେ କରୋନା କବଳରୁ ଲୋକେ ମୁକ୍ତି ପାଇଥିବା ବେଳେ ଏବେ ପୁଣି ଛନକା ପଶିଲାଣି। ଆଜି ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ...

ଅବସର ଗ୍ରହଣ ଦିନ ଖୁସିରେ ହେଲିକପ୍ଟରରେ ଉଡ଼ିଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ

ଫରିଦାବାଦ୍‌,୧।୮: ଚାକିରିରୁ ଅବସର ନେବା ଦିନ ଏକ ସ୍କୁଲରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ଜଣେ ବ୍ୟକ୍ତି ଏକ ନିଆରା ପଦକ୍ଷେପ ନେଇଛନ୍ତି।...

ପୁଅର ଆତ୍ମା ନେବାକୁ ହାତରେ ଖଣ୍ଡାଧରି ହସ୍ପିଟାଲରେ ପହଞ୍ଚିଲେ ବାପା

ଯୋଧପୁର, ୨୨।୮: ଆଧୁନିକ ଯୁଗରେ ବେଳେବେଳେ ତନ୍ତ୍ରମନ୍ତ୍ର ଜାଲରେ କେତେକ ନିରୀହ ଲୋକ ପଡୁଥିବାର ଘଟଣା ନଜରକୁ ଆସିଥାଏ। ରାଜସ୍ଥାନର ଯୋଧପୁରରେ ଏଭଳି ଏକ ଘଟଣା...

ଦିଲ୍ଲୀରେ ଆଉ ୫ ପୋଲିସ କରୋନା ପଜିଟିଭ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ଦିଲ୍ଲୀରେ ଏବେ ଚିନ୍ତା ବଢାଇଛି କରୋନା ଭାଇରସ। ଦିନକୁ ଦିନ ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସୋମବାର ଚାନ୍ଦନି...

Advertisement
Archives

Model This Week