କରୋନା: ସଙ୍କଟରେ ଦୁଗ୍ଧଚାଷୀ

ମାର୍ଶାଘାଇ, ୨୯।୪ (ଡି.ଏନ୍‌.ଏ.)-ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ କାର୍ଯ୍ୟ ବନ୍ଦ ରହିଥିବା ବେଳେ ଅନେକ ଲୋକ ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହି ସମୟରେ ଦୁଗ୍ଧ ଓ ଦୁଗ୍ଧ ଜାତୀୟ ସାମଗ୍ରୀର ବିକ୍ରି ହ୍ରାସ ପାଇଥିବାରୁ ଦୁଗ୍ଧଚାଷୀମାନେ ଦୁର୍ଦ୍ଦିନରେ କାଳ କାଟୁଛନ୍ତି। ମାର୍ଶାଘାଇ ବ୍ଲକ ଅଞ୍ଚଳରେ କ୍ଷୀର ବିକ୍ରି ହୋଇ ପାରୁ ନ ଥିବାରୁ ଚାଷୀମାନେ ଗୋରୁଙ୍କୁ ଖାଦ୍ୟ ଯୋଗାଇବା ମଧ୍ୟ କଷ୍ଟକର ହୋଇପଡୁଛି। ଗ୍ରାମାଞ୍ଚଳ ଚାଷୀଙ୍କଠାରୁ ସମବାୟ ସମିତିଗୁଡ଼ିକ ଦୁଗ୍ଧ ସଂଗ୍ରହ କରୁ ନ ଥିବାରୁ ଚାଷୀମାନଙ୍କ ଚିନ୍ତା ବଢ଼ିଯାଇଛି। ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କ୍ଷୀର ବିକ୍ରି ହୋଇ ନ ପାରିବାରୁ ଚାଷୀମାନେ ବାଧ୍ୟ ହୋଇ ଏହାକୁ ନଷ୍ଟ କରିଦେଉଛନ୍ତି। ତେବେ ଗୋରୁଙ୍କ ପାଇଁ ସରକାର ମାଗଣାରେ ଖାଦ୍ୟ ଯୋଗାଇ ଦେବା ସହ ଉତ୍ପାଦିତ ଦୁଗ୍ଧ ବିକ୍ରି କରିବା ପାଇଁ ବ୍ୟବସ୍ଥା କରିବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri