କରୋନା ସଙ୍କଟ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଇଲେ ସରକାର

ନୂଆଦିଲ୍ଲୀ,୨୩।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପକ୍ଷରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଯାଇଛି। ଏନେଇ ଅର୍ଥମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ୨୦୨୦ ଜାନୁୟାରୀ ପହିଲାଠାରୁ ୧ଠାରୁ ପେନସନ ଧାରକ ଏବଂ କେନ୍ଦ୍ରୀୟ କର୍ମଚାରୀଙ୍କୁ ଦିଆଯାଉଥିବା ମହଙ୍ଗା ଭତ୍ତା ବନ୍ଦ କରାଯିବାକୁ ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣ ଯୋଗୁ ଦେଖାଦେଇଥିବା ଆର୍ଥିକ ସଙ୍କଟ ପାଇଁ ୨୦୨୦ ଜୁଲାଇ ୧ଠାରୁ ମହଙ୍ଗା ଭତ୍ତା ଆଉ ଦିଆ ଯିବ ନାହିଁ। ୨୦୨୧ ଜୁଲାଇ ୧ଠାରୁ ଏହା ପୁଣି ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଙ୍ଗୁଇନ୍‌ ଇଣ୍ଡିଆକୁ ନୋଟିସ

ନୂଆଦିଲ୍ଲୀ,୧୨ା୨: ପୂର୍ୱତନ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ୱଣେଙ୍କ ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’କୁ ନେଇ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଇଣ୍ଡିଆକୁ…

ଏପ୍‌ଷ୍ଟିନ୍‌ ମୋତେ ଦୋମୁହଁା କହିଥିଲେ

ନୂଆଦିଲ୍ଲୀ,୧୨।୨: ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା…

ଅନାସ୍ଥା ନୋଟିସରେ ତ୍ରୁଟି

ନୂଆଦିଲ୍ଲୀ,୧୨ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ସଦସ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ଦେଇଥିବା ନୋଟିସ ତ୍ରୁଟିଯୁକ୍ତ। ନୋଟିସ ଡ୍ରାଫ୍ଟିଙ୍ଗ୍‌ରେ ଏଭଳି…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି।…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri