କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.)
‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା ଭାଇ ଶାନ୍ତି ପ୍ରକାଶ ଓ ଜ୍ୟୋତି ପ୍ରକାଶ ଲୋକମାନଙ୍କୁ ସଚେତନ କରିଥିଲେ। ଏବେ ପୁଣି ଏକ ସଚେତନତା ଧର୍ମୀ ଗୀତ ଗାଇ ଏହି ଦୁଇ ଭାଇ ଆଉ ଥରେ ଚର୍ଚ୍ଚାରେ। ପୂରା ବିଶ୍ୱ ଏବେ କରୋନା କବଳରେ। ଏଥିରୁ ବଞ୍ଚତ୍ବାକୁ ହେଲେ ସଚେତନତା ଜରୁରୀ। ଏହାକୁ ଗୀତରେ ପରିବେଷଣ କରିଛନ୍ତି ଶାନ୍ତି ଏବଂ ଜ୍ୟୋତି। ଛାନିଆ ନ ହୋଇ, ସଚେତନ ହେବାକୁ ସେମାନେ ଗୀତରେ ଶ୍ରୋତାଙ୍କୁ ଆହ୍ବାନ ଦେଇଛନ୍ତି। ଏବେ ଏହି ଗୀତ ଭିଡିଓ ଭାଇରାଲ ହେବାକୁ ଲାଗିଛି। ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀ ଅଞ୍ଚଳରେ ଏହାର ବହୁତ ପ୍ରଭାବ ପଡିବ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା କମୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ...

ଗଞ୍ଜାମ ସହରରେ କ୍ରିକେଟ ସଟ୍ଟା ବାଜି: ପୋଲିସର ଖୋଳତାଡ଼ ଆରମ୍ଭ

ଗଞ୍ଜାମ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦିନକୁ ଦିନ କ୍ରିକେଟ ସଟ୍ଟା ବାଜି ବୃଦ୍ଧି ପାଇବାରେ ଲାଗିଛି l ବିଶେଷ କରି ଯୁବଗୋଷ୍ଠୀମାନେ ଏଥିପ୍ରତି ଆକୃଷ୍ଟ ହୋଇ ଲକ୍ଷ...

ଅସହାୟ ଅବସ୍ଥାରେ ମା’,ପୁଅ: ବିଛଣାରେ ବିତିଲାଣି ୨୦ ଦିନ

ବନ୍ତଳା,୫।୧(ଡି.ଏନ.ଏ.) – ପୁଅ ମାନସିକ ରୋଗୀ। ୫୦ ବର୍ଷ ହେଲା ପୁଅର ସେବା କରୁଥିବା ମା’ ବି ଏବେ ଶଯ୍ୟାଶାୟୀ। ଶରୀରର ଗୋଟିଏ ପାର୍ଶ୍ୱ ଅଚଳ...

୨୨କୁ ବୃଦ୍ଧି ପାଇଲା ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ବର,୧୬ା୮(ବ୍ୟୁରୋ): ରାଜ୍ୟ ସରକାର ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟାର ସମୟ ଅବଧିକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏନେଇ...

ଜୁନ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ

ପୁରୀ,୧୬।୫: ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଜଗା ଦର୍ଶନ ମିଳିପାରିବ ନାହିଁ। କୋଭିଡ୍‌-୧୯ ସଂକ୍ରମଣ ହାର ବଢ଼ୁଥିବାରୁ ରବିବାର ଶ୍ରୀମନ୍ଦିର ଏବଂ ଜିଲା ପ୍ରଶାସନର ସମ୍ମୀକ୍ଷା...

୪ ବର୍ଷ ହେଲା ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଉଛି କେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଥିବାବେଳେ ଏହି ଅଞ୍ଚଳ ପାଇଁ ରେଳଲାଇନ୍‌ ଦାବି କରି ବିଜେଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି...

ଡାକ୍ତରୀ ପାଠ୍ୟକ୍ରମ: ଆଜି ସରିବ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ରାଜ୍ୟରେ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କାଉନ୍‌ସେଲିଂ ପ୍ରକ୍ରିୟା ଚାଲିଛି। ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ପର୍ଯ୍ୟାୟ...

୩ ବିଶ୍ରାମାଗାରର ଉନ୍ନତୀକରଣ ହେଉନି

ବଅଁରପାଳ,୨୫।୫(ଡି.ଏନ.ଏ) ବଅଁରପାଳ ବଜାରରେ ଥିବା ୩ଟି ବିଶ୍ରାମାଗାର ଭଗ୍ନ ଅବସ୍ଥାରେ ରହିଛି। ଏହାକୁ ମରାମତି କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫୫...

Advertisement
Archives

Model This Week