କରୋନା ସଚେତନତା: ଛତ୍ରପୁର ଷ୍ଟେଶନରେ ଯାତ୍ରୀଙ୍କ ହାତ ଧୁଆଗଲା

ଛତ୍ରପୁର,୧୪।୩(ଡି.ଏନ୍‌.ଏ.)- ଚାଇନାରୁ ସୃଷ୍ଟ କରୋନା ଏବେ ଭାରତରେ ପ୍ରବେଶ କରିସାରିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦୁଇଜଣଙ୍କ ମୃତ୍ୟୁ ଘଟିଲାଣି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନ କରାଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନରେ ଶନିବାର ରୋଟାରି କ୍ଲବ ପକ୍ଷରୁ ଯାତ୍ରୀମାନଙ୍କ ହାତକୁ ସାନିଟାଇଜରରେ ଧୁଆ ଯାଇଛି। ଏଥିସହ କରୋନା ଭାଇରସ୍‌କୁ ନେଇ ସଚେତନତା ପ୍ରଚାରପତ୍ର ବଣ୍ଟନ କରଯାଇଥିଲା। ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷ ଏମ୍‌ ଧନଞ୍ଜୟ ରେଡି, ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବିଡିଓ ଅମ୍ବିକା ପ୍ରସାଦ ଦାସ, ତହସିଲଦାର ନୀଳମାଧବ ଭୋଇ, ଏନ୍‌ଏସି ନିର୍ବାହୀ ଅଧିକାରୀ ବିକ୍ରମ ଦୋରା, ସରପଞ୍ଚ ପୀତାମ୍ବର ପଣ୍ଡା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ ଧରିଲେ ପଥର ଟ୍ରକ୍‌

ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍‌ଗୁଡ଼ିକ...

ଗୋଟିଏ ପରିବାରରୁ ୪ ବିଜୟୀ

ଆସିକା,୨୮ା୨(ଡି.ଏନ.ଏ.)  ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା...

ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ପଦ୍ମପୁର,୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଦର୍ଶନପୁର ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି...

ମନ୍ଥର ଗତିରେ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଜଳେଶ୍ୱର, ୯।୨(ସ୍ବ.ପ୍ର.)-ଦୁଇବର୍ଷ ପୂର୍ବେ ଆରମ୍ଭ ହୋଇଥିବା ବହୁ ପ୍ରତୀକ୍ଷିତ ବାଲେଶ୍ୱର ଜିଲାର ଚାଲନ୍ତି ରେଳ ଓଭରବ୍ରିଜ୍‌ର ଅବଧି ଆଉ ୬ମାସ ବାକି ଅଛି। ଏହାର ଏକ...

ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ରକ୍ତହୀନତାର ଶିକାର ୪୫

ବନ୍ତଳା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ...

୨୫୮ କିଲୋ ଗଞ୍ଜେଇ ଜବତ

ମାଲକାନଗିରି, ୩।୭(ଡି.ଏନ୍‌.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ...

ନିଖୋଜ ନାବାଳିକା ବେଙ୍ଗାଲୁରୁରୁ ଉଦ୍ଧାର

ଗଞ୍ଜାମ,୧୮ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧିନସ୍ଥ କରପଡ଼ା ପଞ୍ଚାୟତ ଆଲିଆବାଦ ଗ୍ରାମର ଜଣେ ନାବାଳିକା କିଛି ଦିନ ହେବ ଘରୁ କେଉଁଆଡ଼େ ପଳାଇଥିଲେ। ଚାରିଆଡ଼େ ନିଜ...

ହଦଗଡ ଜବାହର ନବୋଦୟ ବିଦ୍ୟାଳୟ: ହେଉନି ଭିତ୍ତିଭୂମିର ବିକାଶ

ହାଟଡିହୀ,୧୬ା୧୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ବଣପାହାଡ ଘେରାରେ ଜବାହର ନବୋଦୟ ବିଦ୍ୟାଳୟ ୧୯୮୬ରେ ଆରମ୍ଭ ହେବାପରଠାରୁ ବିଭିନ୍ନ ସମସ୍ୟା ନେଇ ଗତି କରିଚାଲିଛି।...

Advertisement
Archives

Model This Week