କରୋନା ସଚେତନତା: ନଖ କାମୁଡ଼ାରୁ ଦୂରେଇ ରହିବା ଆବଶ୍ୟକ

ନୂଆଦିଲ୍ଲୀ,୧୫।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସଚେତନତା ବାର୍ତ୍ତା ଜାରି କରାଯାଇଛି। ଏଥିରୁ ଦୂରେଇ ରହିବା ପାଇଁ ପରିଷ୍କାର ପରିଛନ୍ନତା ଏବଂ ସ୍ବଚ୍ଛତା ଜରୁରୀ। ନିୟମିତ ବ୍ୟବଧାନରେ ହାତ ଧୋଇବା ଆବଶ୍ୟକ। ଏହା ସହିତ ମୁହଁ ଓ ନାକରେ ବାରମ୍ବାର ହାତ ଳଗାଇବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବାରଣ କରାଯାଇଛି। କେତେକଙ୍କର ନଖ କାମୁଡ଼ିବା ଅଭ୍ୟାସ ରହିଥାଏ। ମାତ୍ର ଏହାଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ତେଣୁ ନଖ କାମୁଡ଼ିବା ଅଭ୍ୟାସଠାରୁ ଦୂରେଇ ରହିବା ଲାଗି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ନଖରେ ଥିବା ଭୂତାଣୁ ପାଟିରେ ଲାଗିବା ଦ୍ୱାରା ସଂକ୍ରମଣ ହେବାର ଆଶଙ୍କଙ୍କୁ ଦୃଷ୍ଟିରେ ରଖି ଏହି ସଚେତନତା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାରଣରେ ଅପମାନ ସହିବାକୁ ପଡ଼ୁଛି କି.. ଚାଣକ୍ୟଙ୍କଠାରୁ ଶିଖି ନିଅନ୍ତୁ ଜବାବ ଦେବାର ଠିକ୍‌ ଉପାୟ…

ଜୀବନରେ ଅନେକ ଥର ଏପରି ପରିସ୍ଥିତି ଉପୁଜେ ଯେତେବେଳେ ଆମକୁ କାହାର ଅପମାନ ସହିବାକୁ ପଡେ। କେବେ ନିଜର ଭୁଲ ଯୋଗୁ ତ କେବେ ବିନା...

ଭୋଜନକୁ ନେଇ କିଛି ନିୟମ: ଜାଣି ରଖନ୍ତୁ…

ଭୋଜନ କରିବା ଜୀବନର ଏକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ। ଏହାଦ୍ୱାରା ଶରୀରକୁ ଶକ୍ତି ମିଳେ। କିନ୍ତୁ ବେଳେବେଳେ ଭୋଜନ କରିବା ସମୟରେ ଆମେ ଜାଣତରେ ହେଉ ଅବା...

ନୂତନ କରୋନା ଭୂତାଣୁ

ଦୁନିଆରେ କରୋନା ଭୂତାଣୁ ଓମିକ୍ରନ ଆତଙ୍କର କଳାବାଦଲ ହଟି ନ ଥିଲାବେଳେ ଏବେ ଆଉ ଏକ ନୂତନ ଭୂତାଣୁର ଆବିର୍ଭାବ ବିଶ୍ୱ ପାଇଁ ଚିନ୍ତାର କାରଣ...

ରୋଜଗାର ଟଙ୍କାରେ ସିଲେଇ ମେଶିନ କିଣା ହୋଇଥିଲା

କଟକରେ ମୋର ଜନ୍ମ ହୋଇଥିଲେ ହେଁ ମା’ ଯେହେତୁ ଶିକ୍ଷୟିତ୍ରୀ ଥିଲେ ତେଣୁ ମୋ ପାଠପଢ଼ା ବିଭିନ୍ନ ସ୍ଥାନରେ ହୋଇଥିଲା। ତେବେ ସୁନ୍ଦରଗଡ଼ ସେଣ୍ଟ ମେରି...

ଗ୍ରହ ସହିତ ରହିଛି ଗଛର ସମ୍ପର୍କ: ଘରେ ଲଗାଇବା ପୂର୍ବରୁ ଜାଣନ୍ତୁ, ନ ହେଲେ ହୋଇପାରେ ସର୍ବନାଶ

ଘରେ ଗଛ ଲଗାଇବା ଶୁଭ ବୋଲି ବିବେଚନା କରାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଘରେ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କଣ୍ଟା ଥିବା ଗଛ ଘରେ...

ରକ୍ତଚାପ ନିୟନ୍ତ୍ରଣ କରିଥାଏ ବିଟ୍‌

ଶୀତଦିନେ ବଜାରରେ ପ୍ରଚୁର ପରିମାଣରେ ବିଟ୍‌ ମିଳିଥାଏ। ଏହା ପାଟି ସୁଆଦିଆ ନ ହେଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ବିଶେଷକରି ରକ୍ତଚାପ ରୋଗୀଙ୍କ ପାଇଁ...

ଉଚ୍ଚ ରକ୍ତଚାପ ଓ ଟାଇପ-୨ ଡାଇବେଟିସ୍‌

ଉଚ୍ଚ ରକ୍ତଚାପ ପରି ସମସ୍ୟା ଥିଲେ ତାହା ଟାଇପ-୨ ଡାଇବେଟିସ୍‌ର କାରଣ ସାଜିପାରେ। ଏପରି ସତର୍କ ସୂଚନା ଦେଇଛନ୍ତି ଇଂଲଣ୍ଡର ୟୁନିଭର୍ସିଟି ଅଫ ଲଣ୍ଡନର ବିଶେଷଜ୍ଞମାନେ।...

ରୂପ ନା ଗୁଣ: ପୁରୁଷମାନେ କିଭଳି ବାଛିବେ ଜୀବନସାଥୀ, ଜାଣନ୍ତୁ ଚାଣକ୍ୟଙ୍କ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତି ମାଧ୍ୟମରେ ନନ୍ଦ ରାଜବଂଶକୁ ପରାସ୍ତ କରି ତାଙ୍କ ଶିଷ୍ୟ ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କୁ ରାଜା କରିଥିଲେ। ସେବେଠାରୁ ତାଙ୍କର ନୀତି ଓ...

Advertisement
Archives

Model This Week