କରୋନା ସଚେତନତା ପାଇଁ ପ୍ରତିମୂର୍ତ୍ତି ଲଗାଇଲା ପୋଲିସ

ନାଗପୁର,୧୯।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ପୋଲିସ ଲୋକଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବାକୁ ପ୍ରୟାସ ଜାରି ରଖିଛି। ଏବେ ନାଗପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ହୋଇଥିବା ବେଳେ ସେଠାକାର ଲୋକଙ୍କୁ ସତର୍କ କରାଇବାକୁ ଶାନ୍ତି ନଗର ନିକଟରେ ପୋଲିସ ପକ୍ଷରୁ ଏକ ପ୍ରତିମୂର୍ତ୍ତି ଲଗାଯାଇଛି। ମୂର୍ତ୍ତିଟି ସାଧାରଣ ମଣିଷ ଭଳି ହୋଇଥିବା ବେଳେ ତାର ମୁଣ୍ଡଟି କିନ୍ତୁ କାରୋନା ଭାଇରସ ପରି ହୋଇଛି। ଏହାସହ ମୂର୍ତ୍ତିର ଶରୀରରେ ‘ଷ୍ଟେ ହୋମ’ ବୋଲି ଲେଖାଯାଇଥିବା ବେଳେ ହାତରେ ଲକ୍‌ଡାଉନ ପୋଷ୍ଟର ଧରାଇ ଦିଆଯାଇଛି। ସୂଚନାଯୋଗ୍ୟ, ଏବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ କରିଥିବାରୁ ଏହା ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର କାରଣ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri