କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ

ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ କାହା ସହିତ ହାତ ମିଳାଇବାକୁ ବି ବାରଣ କରାଯାଉଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାର କରିବା ଲାଗି ବାରାଣାସୀର ପହଲାଦେଶ୍ୱର ମହାଦେବ ମନ୍ଦିରରେ ଠାକୁରଙ୍କୁ ମାସ୍କ ପିନ୍ଧା ଯାଇଛି। ଏହା ସହିତ ଠାକୁରଙ୍କୁ ଛୁଇଁବା ଲାଗି ଶ୍ରଦ୍ଧାଳୁଙ୍କୁ ମନା କରାଯାଇଛି ବୋଲି ପୂଜାରୀ କୃଷ୍ଣା ଆନନ୍ଦ ପାଣ୍ଡେ ସୂଚନା ଦେଇଛନ୍ତି। ଏହା ଦ୍ୱାରା ଲୋକଙ୍କ ମଧ୍ୟରେ କରୋନା ନେଇ ସଚେତନତା ବୃଦ୍ଧି ପାଇବାର ଆଶା ରହିଛି। ଖରାଦିନେ ଠାକୁରଙ୍କ ପାଖରେ ଏସି ଏବଂ ଶୀତଦିନେ ଠାକୁରଙ୍କୁ ପୋଷାକ ପିନ୍ଧାଇ ସଚେତନତା ସୃଷ୍ଟି କରାଯାଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଆରଜେଡିକୁ ଝଟ୍‌କା: ଜେଡିୟୁରେ ସାମିଲ ହେବେ ଲାଲଙ୍କୁ ସମୁଦି

ପାଟନା,୧୯।୮: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହେବାରେ ଲାଗିଛି। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ଅଦଳ ବଦଳ ନୀତି ଜୋରସୋରରେ ଚାଲିଛି। ନିକଟରେ...

ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ

ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର...

୩ ବର୍ଷର ଶିଶୁକୁ ଛାଡି ପ୍ରେମିକ ସହ ବୁଲିବାକୁ ଗଲେ ମା’, ଆଉ ତା’ପରେ…

ମା’ ନିଜର ୩ ବର୍ଷର ଶିଶୁକୁ ଏକାକୀ ଘରେ ଛାଡି ପ୍ରେମିକ ସହ ବୁଲିବାକୁ ଚାଲିଗଲେ। ଏକ ସପ୍ତାହରୁ ଊର୍ଦ୍ଧ୍ୱ ଅର୍ଥାତ୍‌ ୮ ଦିନ ପରେ...

ମୁସଲମାନ ଜନସଂଖ୍ୟା କମୁଛି: ଓଓ୍ବାଇସି

ହାଇଦ୍ରାବାଦ,୧୦ା୧୦: ଦେଶରେ ମୁସଲମାନ ଜନସଂଖ୍ୟା ବଢ଼ୁନାହିଁ ବରଂ ଏହା ହ୍ରାସ ପାଉଛି। ସେମାନଙ୍କର ସନ୍ତାନ ଜନ୍ମ ବ୍ୟବଧାନ ମଧ୍ୟ ବଢ଼ିଛି। ମୁସଲମାନମାନେ ସର୍ବାଧିକ ଗର୍ଭନିରୋଧକ ବ୍ୟବହାର...

ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ୍‌…

ନୂଆଦିଲ୍ଲୀ, ୧୯।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

୩୦ ହଜାର ପକ୍ଷୀଙ୍କୁ ବଞ୍ଚାଇବା ପାଇଁ ବିଶ୍ୱର ପ୍ରଥମ ରେଳ ନଏଜ ବ୍ୟାରିୟର

ଚାଇନାର ଗୁଆଙ୍ଗଡଙ୍ଗ ଜିଲା ଜିଆଙ୍ଗମେନ୍‌ ସହରରେ ବିଶ୍ୱର ପ୍ରଥମ ହାଇସ୍ପିଡ୍‌ ରେଳ ନଏଜ୍‌ ବ୍ୟାରିୟର ନିର୍ମାଣ କରାଯାଇଛି। ୩୫୫ କିଲୋମିଟର ଜିଆଙ୍ଗମେନ୍‌-ଝାଞ୍ଜିୟାଙ୍ଗ୍‌ ହାଇସ୍ପିଡ୍‌ ରେଳ ଟ୍ରାକ୍‌...

ପ୍ରକୃତି ଦେଇଛି ପ୍ରେରଣା

ଶିଳ୍ପୀ କେବଳ ଯେ, କଳାକୃତି ନିର୍ମାଣ କରେ ତା’ ନୁହେଁ ବରଂ କଳାକୃତି ମାଧ୍ୟମରେ ନିଜମନର ଭାବନାକୁ ବ୍ୟକ୍ତ କରିପାରେ। ସମାଜକୁ ସଚେତନ କରିଥାଏ। ସେମିତି...

ଭାରତ ଯୋଡ଼ୋ ଯାତ୍ରାରେ ରଘୁରାମ ରାଜନ

ନୂଆଦିଲ୍ଲୀ,୧୫ା୧୨: କଂଗ୍ରେସ ପକ୍ଷରୁ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରାରେ ନେତା ରାହୁଲ ଗାନ୍ଧୀଙ୍କ ସହ ଜଣେ ପରେ ଜଣେ ସେଲିବ୍ରିଟି ଓ ବିଶିଷ୍ଟ ବ୍ୟକ୍ତି ସାମିଲ...

Advertisement
Archives

Model This Week