କରୋନା ସଚେତନ ଲାଗି ସାଇକେଲ୍‌ରେ ଭୁବନେଶ୍ବର-ପୁରୀ

ସାକ୍ଷୀଗୋପାଳ,୨୬।୨(ଡି.ଏନ୍‌.ଏ): ସୁସ୍ଥ ସମାଜ ଗଠନ ଲାଗି ସଚେତନତା ଅଭିଯାନରେ ସାଇକେଲ୍‌ରେ ଭୁବନେଶ୍ବର ପୁରୀ ବାହାରିଥିବା ଫିଟ୍‌ ଇଣ୍ଡିଆ ସିଇକ୍ଲୋଥନ ଟିମ୍‌ର ଯୁବକମାନଙ୍କୁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କୋରନା ଭାଇରସଠାରୁ ଦୂରେଇ ରହିବା ସମ୍ପର୍କରେ ଏହି ୧୯ ଜଣିଆ ଟିମ୍‌ରେ ସାମିଲ ହୋଇଥିବା ଡାକ୍ତରୀ ଛାତ୍ରମାନେ ଲୋକଙ୍କୁ କରୋନା ସମ୍ପର୍କରେ ବୁଝାଇଥିଲେ। ସତ୍ୟବାଦୀ ବିକାଶ ପରିଷଦ, କ୍ଲବ ସତ୍ୟବାଦୀ ଓ ମିଡିଆ ସତ୍ୟବାଦୀର ସଦସ୍ୟ ମାନେ ଏହି ଟିମ୍‌କୁ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାରେ ୨ ଦଶନ୍ଧି

ଯାଜପୁର ଅଫିସ,୯।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ...

ଅବ୍ୟବସ୍ଥାରେ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ କୋଠାରେ ପାଠପଢ଼ା; ବର୍ଷାରେ ଛାତରୁ ପାଣି ଗଳୁଛି

ଭବାନୀପାଟଣା/କଲମପୁର,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରଣମାଳ ପଞ୍ଚାୟତ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୧୯୪୨ରେ ସ୍ଥାପିତ ଏହି...

ଅଭିମାନ କଲେ ଭକ୍ତ: ଗରିବକୁ ମିଳିଲାନି ଦର୍ଶନ

ପୁରୀ ଅଫିସ, ୪।୧: ସର୍ବସାଧାରଣ ଦର୍ଶନବେଳେ ବଡଦାଣ୍ଡରେ ରବିବାର ଅନେକ ଏଭଳି ଶ୍ରଦ୍ଧାଳୁଙ୍କୁ ଦେଖିବାକୁ ମିଳିଥିଲା, ଯେଉଁମାନେ ବିନା କୋଭିଡ୍‌ ରିପୋର୍ଟରେ ଆସି ମହାପ୍ରଭୁଙ୍କ ଦୁଆରେ...

ଗ୍ୟାସ ଲିକ୍‌ ଘଟଣାରେ ଆର୍‌ଏସ୍‌ପିକୁ ଏନ୍‌ଜିଟିର ନୋଟିସ୍‌

ରାଉରକେଲା ଅଫିସ,୧୨ା୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)କୁ ନ୍ୟାସନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନୋଟିସ୍‌ ଜାରି କରିଛି। ଗ୍ୟାସ ନିର୍ଗତ ହେବା ଯୋଗୁ ପରିବେଶ ପ୍ରଦୂଷଣ ପ୍ରସଙ୍ଗରେ ଏନ୍‌ଜିଟି...

ବୋଲେରୋ ପୋଡିଦେଲେ ଦୁର୍ବୃତ୍ତ

ବଡବିଲ, ୮।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚଡି ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡିଦେଇଥିବା ଜଣାପଡିଛି।...

ବୋହୂକୁ ଖାଇବାକୁ ଦେଉ ନାହାନ୍ତି ଶାଶୁ ଘର ଲୋକେ

ବ୍ରହ୍ମପୁର ଅଫିସ,୧୧ା୩: ବ୍ରହ୍ମପୁରର ଜଣେ ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ତୁଟୁ ନାହିଁ। ଗୁରୁବାର ପୁଣି ବ୍ରହ୍ମପୁର ସ୍ଥିତ ଶାଶୁଘର ସମ୍ମୁଖରେ ଗଣ୍ଡଗୋଳ...

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌: ଜଣେ ମୃତ, ୨ ଗୁରୁତର

ଫୁଲବାଣୀ ଅଫିସ,୪।୧୨: କନ୍ଧମାଳ ଜିଲା ଫୁଲବାଣୀ ଏଫ୍‌ସିଆଇ ଛକର ନିଶ୍ୱାସ କଲେଜ ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ କାର୍‌ (ଓଆର୍‌୦୫ଏଲ୍‌ ୯୧୯୧) ଗଛରେ ପିଟିହୋଇ...

ପଶ୍ଚିମ ଓଡ଼ିଶା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ଭଞ୍ଜନଗର,୨୩ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ କାମ ମିଳୁନାହିଁ। ତେଣୁ ବ୍ରହ୍ମପୁରରେ ଅଟକି ରହିଥିବା ପଶ୍ଚିମ ଓଡ଼ିଶାର ୧୩ ଶିଶୁ ସମେତ ୬୦ଜଣ ଶ୍ରମିକ ଚାଲିଚାଲି ନିଜ ଭିଟାମାଟିକୁ...

Advertisement
Archives

Model This Week