Posted inଜାତୀୟ

କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୯ା୩(ପି.ଟି.): ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସନ୍ଦିଗ୍ଧ ବୁଧବାର ଏହାର ସପ୍ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିମାନବନ୍ଦର କର୍ତ୍ତୃପକ୍ଷ ତାଙ୍କୁ ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଇବାର କିଛି ସମୟ ପରେ ସେ ଏଭଳି ପଦକ୍ଷେପ ନେଇଥିଲେ। ତାଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ନୂଆ ଚାଲ: ଡୋକଲାମ ନିକଟରେ ଗଢିଲାଣି ଗାଁ!

ନୂଆଦିଲ୍ଲୀ,୨୦ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ ପୁଣିଥରେ ଉତ୍ତେଜନା ପରିସ୍ଥିତି ଉପୁଜି ପାରେ ବୋଲି ଆଣଙ୍କା କରାଯାଉଛି । ମିଳିଥିବା ସୂଚନାରୁ ଜଣାପଡିଛି କି...

ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୭୦ ହଜାରରୁ ଅଧିକ ଚିହ୍ନଟ, ୯୬୪ ମୃତ୍ୟୁ

ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୭୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା...

ସିଭିଲ୍‌ ହସ୍ପିଟାଲର ଅବସ୍ଥା କାଳକୋଠରୀଠାରୁ ଅଧିକ ଖରାପ: ଗୁଜରାଟ ହାଇକୋର୍ଟ

ଅହମଦାବାଦ,୨୪।୫: ଗୁଜରାଟରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣ ପ୍ରଭାବିତ ରାଜ୍ୟ ତାଲିକାରେ ଗୁଜରାଟ...

ସିଏଏକୁ ରାଷ୍ଟ୍ରପତିଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧ା୨(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର କେନ୍ଦ୍ରୀୟ ହଲ୍‌ରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ...

ଏମ୍ସରେ ଅମିତ ଶାହା

ନୂଆଦିଲ୍ଲୀ,୧୮।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। କରୋନାରୁ ସୁସ୍ଥ ହେବା...

ଛାଡ଼ପତ୍ର ମାମଲାର ଆପୋଷ ବୁଝାମଣା ପାଇଁ ଘୋଡ଼ା ଚଢ଼ି ବର ବେଶରେ କୋର୍ଟରେ ପହଞ୍ଚିଲେ ଯୁବକ

ଭୋପାଳ, ୧୫।୧୨: ମଧ୍ୟପ୍ରଦେଶରେ ଏକ ଛାଡ଼ପତ୍ର ମାମଲାରେ ପରିବାର କୋର୍ଟ ଦମ୍ପତିଙ୍କୁ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବୁଝାମଣା ଲାଗି ଡିସେମ୍ବର...

ଏଥର ବିଳମ୍ବରେ ଆସିବ ମୌସୁମୀ

ନୂଆଦିଲ୍ଲୀ,୧୫।୫: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଚଳିତ ବର୍ଷ ମୌସୁମୀ ବିଳମ୍ବରେ କେରଳ ଛୁଇଁବ। ସାଧାରଣତଃ ଏହା ଜୁନ୍‌ ୧ରେ କେରଳ ଛୁଉଁଥିବା ବେଳେ...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...

Advertisement


Archives

Model This Week