କରୋନା ସନ୍ଦେହ: ପରୀକ୍ଷା ପରେ ବାହାରିଲା ସ୍ବାଇନ ଫ୍ଲୁ

ମାଲକାନଗିରି,୧୪।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମନ୍‌୍‌ଭି-୪୧ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସ୍ବାଇନ ଫ୍ଲୁ ହୋଇଛି। ସେ ହେଲେ ପରିମଲ ବିଶ୍ୱାସ।
ପ୍ରକାଶ ଯେ, ପରିମଲ କିଛିଦିନ ତଳେ କୋଲକାତାରେ ଇସ୍କନ କନ୍‌ଫରେନ୍ସରେ ଯୋଗଦେଇ ଘରକୁ ଫେରିଥିଲେ। ଏହା ପରେ ତାଙ୍କୁ କାଶ ଏବଂ ଜ୍ୱର ଲାଗି ରହିବାରୁ କରୋନା ସନ୍ଦେହରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ତେବେ ତାଙ୍କୁ ବର୍ତ୍ତମାନ ସ୍ବାଇନ ଫ୍ଲୁ ହୋଇଥିବା ଜଣାପଡ଼ିଛି। ଏବେ ତାଙ୍କୁ ଏକ ସ୍ବତନ୍ତ୍ର ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ପରିବାରବର୍ଗଙ୍କୁ ୧୫ ଦିନର ଔଷଧ ପ୍ରଦାନ କରାଯିବ ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଟ ହୁଡ଼ିଛି ଗାଁ ଆଲୋକୀକରଣ ବ୍ୟବସ୍ଥା ୩୦ ପ୍ରତିଶତ ପଞ୍ଚାୟତରେ ସୀମିତ

ନୟାଗଡ଼ ଅଫିସ,୧୮ା୮: ନୟାଗଡ଼ ଜିଲାର ବିଭିନ୍ନ ପଞ୍ଚାୟତରେ ଆଲୋକୀକରଣ ବ୍ୟବସ୍ଥା ଫେଲ୍‌ ମାରିଥିବା ଦେଖିବାକୁ ମିଳୁଛି। ଏ ନେଇ ପ୍ରତି ପଞ୍ଚାୟତକୁ ଅର୍ଥରାଶି ପ୍ରଦାନ କରାଯାଇଛି।...

ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ସହ ବରୀର ୪ଜଣଙ୍କ ଲିଙ୍କ

ବରୀ,୧୫।୪(ସ୍ବ.ପ୍ର):  ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ...

ସିସିବିରେ ବଢ଼ୁଛି ଆର୍ଥିକ ଅନିୟମିତତା

ଯାଜପୁର ଅଫିସ,୩।୧୨:ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସହିତ ଅନୁବନ୍ଧିତ ୧୭ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (ସିସିବି) ବା ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ ରହିଛି। ସେଥିମଧ୍ୟରୁ ୮...

ଡ୍ରେନେଜ ନିର୍ମାଣ ନେଇ ବିଡିଓଙ୍କୁ ଦାବିପତ୍ର

ଗଞ୍ଜାମ,୨୪ା୮(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତର ଡିଆଁଡେଇଁ ଚାମୁଣ୍ଡା ସାହିରେ ଡ୍ରେନେଜ ନିର୍ମାଣ ପାଇଁ ଉକ୍ତ ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଏକ ପ୍ରତିନିଧି...

ଏନ୍‌ଆର୍‌ୟୁ ଲାଗୁ କରିବାକୁ ଯୁବ କଂଗ୍ରେସର ଦାବି

ଫୁଲବାଣୀ ଅଫିସ, ୨୯ା୧-ଦେଶରେ ବେକାରି ସମସ୍ୟା ଉତ୍କଟ ହୋଇଛି ା ଜାତି ସଂଘର ରିପୋର୍ଟ ଅନୁଯାୟୀ ପ୍ରତି ୫ ଯୁବତୀ ଯୁବତୀଙ୍କ ମଧ୍ୟରେ ୨ ଜଣ...

କୂଳ ଖାଉଛି ବୁଢ଼ାବଳଙ୍ଗ :ଆତଙ୍କିତ ଅବସ୍ଥାରେ ୧୫ ପରିବାର

ବାଲେଶ୍ୱର ଅଫିସ, ୨୪।୮(ମାନସ ବିଶ୍ୱାଳ) -ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ଦହପଡ଼ା ପଞ୍ଚାୟତ ଦହପଡ଼ା ଗ୍ରାମ ଦେଇ ପ୍ରବାହିତ ହୋଇଥିବା ବୁଢ଼ାବଳଙ୍ଗ ନଦୀ କୂଳ...

ହିଞ୍ଜିଳିକାଟୁରେ ଖୋଲିବ ସିନିୟର ଡିଭିଜନ ସିଭିଲ କୋର୍ଟ

ହିଞ୍ଜିଳିକାଟୁ,୩ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ସିନିୟର ଡିଭିଜନ ସିଭିଲ କୋର୍ଟ ଖୋଲିବା ପାଇଁ ରାଜ୍ୟ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ନଂ – ୯୬୫୭...

ପୋଲିସ କର୍ମୀଙ୍କ ଘରୁ ଲୁଟି ନେଲେ

ବ୍ରହ୍ମପୁର ଅଫିସ,୧ା୧୦: ବ୍ରହ୍ମପୁର ସହରରେ ଚୋରମାନେ ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଜଣେ ପୋଲିସ କନଷ୍ଟେବଳଙ୍କ ଘରେ କଳାକନା ବୁଲାଇଛନ୍ତି। ବୈଦ୍ୟନାଥପୁର...

Advertisement
Archives

Model This Week