କରୋନା ସନ୍ଦେହ: ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର ଅଫିସ,୧ା୪- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି ହୋଇଛି। ଅନ୍ୟପଟେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ଗାଙ୍ଗପୁର ଅଞ୍ଚଳର ଜଣେ ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି ହୋଇଛନ୍ତି। ଗତ ୧୮ ତାରିଖରେ ସେ ସୁରାଟରୁ ଫେରିଥିବାବେଳେ ସୋମବାର ହଟାତ୍‌ ତାଙ୍କୁ ଥଣ୍ଡା ସହ କାଶ ହୋଇଥିଲା। ମଙ୍ଗଳବାର ସକାଳେ ଭୀଷଣ ଜ୍ୱର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପୂର୍ବରୁ ୭ ଜଣ ସନ୍ଦିଗ୍ଧ ଥିବାବେଳେ ଗାଙ୍ଗପୁର ଅଞ୍ଚଳର ସନ୍ଦିଗ୍ଧଙ୍କୁ ମିଶାଇ ଏବେ ମେଡିକାଲରେ ୮ ଜଣ ଅଛନ୍ତି। ବୁଧବାର ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଇଛି ବୋଲି ମେଡିକାଲ ଅଧିକ୍ଷକ ପ୍ରଫେସର ଡାକ୍ତର ସନ୍ତୋଷ କୁମାର ମିଶ୍ର କହିଛନ୍ତି। ଗତ ୧୮ ଦିନ ମଧ୍ୟରେ ଭର୍ତ୍ତି ହୋଇଥିବା ୩୦ ଜଣ ସନ୍ଦିଗ୍ଧଙ୍କ ମଧ୍ୟରୁ ୨୨ ଜଣଙ୍କ ସ୍ବାବ୍‌ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ଅଧିକ୍ଷକ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ହାତ ମୁଠା ଶକ୍ତ କର, ସବୁ ଯୋଜନାର ଫାଇଦା ନିଅ

ଦାରିଙ୍ଗବାଡ଼ି,୨୫।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ମା’ ପାଟ୍ଟଖଣ୍ଡା ମନ୍ଦିର ପ୍ରାଙ୍ଗଣରେ ଭାଜପାର ଦାରିଙ୍ଗବାଡି ମଣ୍ଡଳ କର୍ମକର୍ତ୍ତାଙ୍କ ସାଙ୍ଗଠନିକ ବୈଠକ...

ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ...

୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ

ସରଣ୍ଡା,୨୭।୭(ଡି.ଏନ୍‌.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା...

ପୋଖରୀ ଖୋଳାକୁ ନେଇ ଗୁଳିମାଡ଼: ଗଲା ଜଣଙ୍କ ଜୀବନ

ଢେଙ୍କାନାଳ ଅଫିସ, ୧୭।୪: ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ପଞ୍ଚାୟତ କନ୍ଦପାଳ ଗାଁରେ ରବିବାର ସକାଳେ ଗୁଳିମାଡ଼ ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ...

ଗୁରୁଡ଼ିଝାଟିଆ ଆଇଆଇସିଙ୍କୁ ମହିଳାଙ୍କ ଠେଲାପେଲା, ଥାନା ସମ୍ମୁଖରେ ଧାରଣା

ଖୁଣ୍ଟୁଣୀ,୨୯।୧୧(ଡି.ଏନ୍‌.ଏ.): ଗୋଚର ଜମି ଉପରେ ପାଚେରୀ ନିର୍ମାଣକୁ ନେଇ ଗୁରୁବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା ବାଳୀ ଗ୍ରାମର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ...

ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ...

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମାର୍ଶାପାଳଠାରେ ଏଲିଫ୍ୟାଣ୍ଟ କରିଡର ଯୋଜନାରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରେ ରଙ୍ଗ ଲଗାଉଥିବା ସମୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ...

କଲ୍ୟାଣ ମଣ୍ଡପକୁ ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର ଅଫିସ,୨୦।୭ : ଗଞ୍ଜାମ ଜିଲା ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ଉପକଣ୍ଠ କନିସିସ୍ଥିତ ଏକ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ...

Advertisement
Archives

Model This Week