କରୋନା ସମ୍ପର୍କିତ ସଚେତନତା

ରାଇକିଆ,୩।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହରେ ସୋମବାର କରୋନା ଭାଇରସ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠତ ହୋଇଯାଇଛି। ବିଡିଓ ପ୍ରବୀଣ ବାଣୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠତ କାର୍ଯ୍ୟକ୍ରମରେ ଡାକ୍ତର ଚିନ୍ମୟ ପ୍ରଧାନ, ପ୍ରାଣୀ ଚିକିତ୍ସାଧିକାରୀ ସବିର ପ୍ରଧାନ ଯୋଗ ଦେଇ ଏହି ଭାଇରସର ଲକ୍ଷଣ ଏବଂ ପ୍ରତିକାର ସମ୍ବନ୍ଧରେ ସଚେତନତା କରାଯାଇଥିଲା। ବ୍ଲକ ଅଧ୍ୟକ୍ଷା ମାନିନୀ ପ୍ରଧାନ, ଜିପିଓ, ବିଭିନ୍ନ ବିଭାଗରୁ ଆସିଥିବା ଅଧିକାରୀ,ସରପଞ୍ଚ, ସମିତିସଭ୍ୟ, ବୁଦ୍ଧିଜୀବୀ, ସ୍ବେଚ୍ଛାସେବୀ ସଂଗଠନ କର୍ମକର୍ତ୍ତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍‌, ୬୪୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼,୧୦ା୮: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ...

ସ୍ଥାୟୀ ପଦବୀ ଘୋଷଣା ଦାବିରେ ବିକ୍ଷୋଭ

ଭଦ୍ରକ ଅଫିସ, ୮ା୮- ଦେଶବାସୀ କରୋନା ମହାମାରୀ କବଳିତ ହୋଇଥିବା ବେଳେ କେନ୍ଦ୍ର ସରକାର ଦରଦାମକୁ ନିୟନ୍ତ୍ରଣ କରୁନାହିଁ। ସରକାରୀ ଶିଳ୍ପ କଳ କାରଖାନାକୁ ବେପାରୀଙ୍କୁ...

୧୪୦୧ ଶିକ୍ଷକ ପଦବୀରୁ ୩୫୯ ଖାଲି

ଜଗତ୍‌ସିଂହପୁର ଅଫିସ,୧୦।୪: ଜଗତ୍‌ସିଂହପୁର ଜିଲାର ୧୫୧ ଉଚ୍ଚ ବିଦ୍ୟାଳୟରେ ୧୪୦୧ ଶିକ୍ଷକ ପଦବୀ ଥିବାବେଳେ ସେଥିରୁ ୩୫୯ଟି ଖାଲି ପଡିଛି। ଶିକ୍ଷାବର୍ଷ ଆରମ୍ଭ ହୋଇଯାଇଥିବାବେଳେ ପଦବୀଗୁଡିକ...

କାରଣ ଖୋଜୁଛି ପୋଲିସ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): ନିକଟରେ ଖେଲୋ ଇଣ୍ଡିଆ ମହିଳା ଲିଗ୍‌ରେ ଭାଗ ନେଇ ଓଡ଼ିଶା ଟିମ୍‌କୁ ଗୌରବାନ୍ବିତ କରିଥିବା କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ନୟାଧନୁର୍ଯ୍ୟୟପୁର ଗ୍ରାମର...

ପୁଣି ୨୨ କରୋନା ପଜିଟିଭ ଚିହ୍ନଟ: ଦେବଗଡ଼ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଛୁଇଁଲା

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ଦେବଗଡ଼ ଜିଲାରେ ସୋମବାର ପୁଣି ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨ ଆକ୍ରାନ୍ତ ତିଲେଇବଣି ବ୍ଲକ ଅନ୍ତର୍ଗତ ସଡୋ ପଞ୍ଚାୟତ କ୍ୱାରାଣ୍ଟାଇନ...

ସେବା ସମବାୟ ସମିତିରେ ଉଡ଼ିଲାନି ତ୍ରିରଙ୍ଗା, ଭୁଲିଗଲେ କର୍ମଚାରୀ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ସ୍ବାଧୀନତା ଦିବସ ପାଳନ ନେଇ ସରକାର ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ଆହ୍ବାନ ଦେଇଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା...

୯. ୯୧ ଲକ୍ଷ ମେଟ୍ରିକ ଟନ୍‌ ଖରିଫ ଧାନ ସଂଗ୍ରହ ଲକ୍ଷ୍ୟ

ବାରିପଦା ଅଫିସ,୧୧ା୧୧- ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ ମୁତାବକ, ଚଳିତ ବର୍ଷ ପାଇଁ ମୟୂରଭଞ୍ଜ ଜିଲାର ଚାଷୀମାନଙ୍କଠାରୁ ଧାନ କିଣାଯିବା...

ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ

ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍‌.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍‌ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର...

Advertisement
Archives

Model This Week